ନୂଆପଡା ଅଫିସ,୨୦ା୪: ନୂଆପଡା ମହାମାୟା ସାଇନ୍ସ ଆଣ୍ଡ ଟେକନିକାଲ ସାଇନ୍ସ ସଂଗଠନ ତରଫରୁ ମୁଖ୍ୟମନ୍ତ୍ରୀଙ୍କ କରୋନା ସହାୟତା ପାଣ୍ଠିକୁ ୧ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସୋମବାର ଜିଲାପାଳ ମଧୁସ୍ମିତା ସାହୁଙ୍କୁ ସଂଗଠନ ତରଫରୁ ସମ୍ପାଦକ ଟଙ୍କଧର ସାହୁ ସହାୟତା ଚେକ ପ୍ରଦାନ କରିଛନ୍ତି।
ନୂଆପଡା ଅଫିସ,୨୦ା୪: ନୂଆପଡା ମହାମାୟା ସାଇନ୍ସ ଆଣ୍ଡ ଟେକନିକାଲ ସାଇନ୍ସ ସଂଗଠନ ତରଫରୁ ମୁଖ୍ୟମନ୍ତ୍ରୀଙ୍କ କରୋନା ସହାୟତା ପାଣ୍ଠିକୁ ୧ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସୋମବାର ଜିଲାପାଳ ମଧୁସ୍ମିତା ସାହୁଙ୍କୁ ସଂଗଠନ ତରଫରୁ ସମ୍ପାଦକ ଟଙ୍କଧର ସାହୁ ସହାୟତା ଚେକ ପ୍ରଦାନ କରିଛନ୍ତି।
ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…
ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…
ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…
ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…
ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…
ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…
କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…
ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…