ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ଡବଲ୍‌ ଷ୍ଟାଣ୍ଡାର୍ଡ କହିଲେ ନିରଞ୍ଜନ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ସମର୍ଥନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି।

ନିରଞ୍ଜନ କହିଛନ୍ତି, ନବୀନ ୨୦ ବର୍ଷ ହେଲା ମୁଖ୍ୟମନ୍ତ୍ରୀ ରହିଲେଣି। ଆଉ କେତେ ଦିନ ମିଛ କଥା କହି ଭୁଆଁ ବୁଲାଇବେ। ସିଏଏ ଦ୍ୱାରା ଓଡ଼ିଶା ଲୋକେ ପ୍ରଭାବିତ ହେବେ ନାହିଁ ବୋଲି କହିବା ଡବଲ୍‌ ଷ୍ଟାଣ୍ଡାର୍ଡ ବୋଲି ନିରଞ୍ଜନ କହିଛନ୍ତି।

ପ୍ରକାଶଯୋଗ୍ୟ, ଉକ୍ତ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାର ସିଏଏକୁ ସମର୍ଥନ କରୁଛନ୍ତି, ଏନ୍‌ଆର୍‌ସିକୁ ନୁହେଁ। ସିଏଏ କେବଳ ବିଦେଶୀ ନାଗରିକଙ୍କ ପାଇଁ ପ୍ରଯୁଜ୍ୟ। ଏହାର ପ୍ରଭାବ ଭାରତୀୟ ଜନସାଧାରଣଙ୍କ ଉପରେ ପଡ଼ିବ ନାହିଁ। ଦଳ ପକ୍ଷରୁ ଉଭୟ ରାଜ୍ୟ ସଭା ଓ ଲୋକ ସଭାରେ ଏନ୍‌ଆର୍‌ସି ନେଇ ସ୍ପଷ୍ଟ କରାଯାଇଛି। ଏନ୍‌ଆର୍‌ସିକୁ ଦଳ ସମର୍ଥନ କରୁନାହିଁ। ଏଣୁ ଗୁଜବ ଉପରେ ବିଶ୍ୱାସ ନ କରି ଶାନ୍ତି ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri