ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଟଙ୍କା ପଠାଇଲେ କୋଟନିଆ ପଡାବାସୀ

ଜୁନାଗଡ,୧ା୫(ଡି.ଏନ୍‌.ଏ)-କୋଭିଡ-୧୯ରେ ପ୍ରଭାବିତ ଲୋକଙ୍କ ସହାୟତା ପାଇଁ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ପଞ୍ଚାୟତ କୋଟନିଆ ପଡାବାସୀ ଆଗେଇ ଆସିଛନ୍ତି। ଏହି ପଡାର ସମସ୍ତ ଲୋକ ନିଜନିଜ ମଧ୍ୟରେ ଚାନ୍ଦା କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫାଣ୍ଠିକୁ ଗୁରୁବାର ୭୦୦୭ ଟଙ୍କା ବ୍ୟାଙ୍କ ଜରିଆରେ ପ୍ରେରଣ କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା କାର୍, ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର,୨୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଢେଙ୍କାନାଳରୁ ଘଟଗାଁ ଯାଉଥିବା ବେଳେ ରାସୋଳ ଗ୍ରାମ…

ଦାରିଙ୍ଗବାଡ଼ିରେ ଫେଲ୍‌ ମାରୁଛି ଶିଶୁ ସୁରକ୍ଷା ଅଭିଯାନ, ଟାଣଖରାରେ ଖଟୁଛନ୍ତି ଶିଶୁଶ୍ରମିକ

ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶିଶୁଶ୍ରମିକ ନିରୋଧ ଯୋଜନା ଫେଲ୍‌ ମାରୁଛି। ପ୍ରତି ମାସରେ ଏନେଇ ଟାସ୍କ ଫୋର୍ସର ଘନଘନ ବୈଠକ ସତ୍ତ୍ୱେ…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ପାଣି ପାଇଁ ମହାସଂଗ୍ରାମ: ପିଏଚଡି କାର୍ଯ୍ୟାଳୟ ଘେରିଲେ ମହିଳା, ବିଭାଗୀୟ ଅଧିକାରୀ ଦେଲେ ଏମିତି ପ୍ରତିଶ୍ରୁତି

ଛତ୍ରପୁର,୨୮।୫ (ଦିଲ୍ଲୀପ ସାମଲ): “ପାଣି ଟୋପେ ପାଇଁ ଜୀବନ ବିକଳ, ପ୍ରଶାସନ କିନ୍ତୁ ନିଦାବିଷ୍ଣୁ।” ଏଭଳି ଏକ ଚରମ ଅସନ୍ତୋଷ ପ୍ରକାଶ କରି ଆଜି ଛତ୍ରପୁର ପୌର…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ଅମୃତ ଧାରା ପ୍ରକଳ୍ପ ଅଚଳ: ଲୋକେ ହଟହଟା

ଲୋଇସିଂହା,୨୮।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସର୍‌ ଅମୃତ ଧାରା ପ୍ରକଳ୍ପ ଦୀର୍ଘ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ଡ଼ାକ୍ତରଖାନାକୁ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri