ଚମ୍ପୁଆ, ୨।୫(ଡି.ଏନ.ଏ.)- କରୋନା ମହାମାରୀର ମୁକାବିଲାପାଇଁ ରାଜ୍ୟସରକାର ବହୁବିଧି ପଦକ୍ଷେପ ନେଇଥିବାରୁ ଦେଶରେ ଓଡିଶାର ସମ୍ମାନ ବୃଦ୍ଧି କରିଥିବା ବେଳେ କରୋନା ଯୋଦ୍ଧା ଭାବରେ ସେବା କ୍ଷେତ୍ରରେ ନିଜକୁ ସର୍ମପିତ କରିଥିବା ଡାକ୍ତର ମାନଙ୍କୁ ସବୁସ୍ତରର ଜନ ସାଧାରଣ ସାଧୁବାଦ ପ୍ରଦାନ କରୁଛନ୍ତି। ଏହି କରୋନା ଯୋଦ୍ଧା ମାନେ ନିଜ ପରିବାର ବର୍ଗକୁ ପଛରେ ପକାଇ ରୋଗୀସେବାକୁ ଅଗ୍ରାଧିକାର ଦେଇଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ସେବା ଯୋଗାଇବା ସହିତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥକ ସହାୟତା ପ୍ରଦାନକରି ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ସମୂହ ଆଜି ଜନସାଧାରଣଙ୍କ ବିଶ୍ୱାସକୁ ଦୁଇଗୁଣିତ କରିଛନ୍ତି। ଚିକିତ୍ସାଳୟର ଚିକିତ୍ସା ଅଧିକାରୀ ଉମାକାନ୍ତ ସାହୁଙ୍କ ସମେତ ୧୨ଜଣ ଡାକ୍ତର ଓଡିଶା ମେଡିକାଲ ଆସୋସିଏସନ ମାଧ୍ୟମରେ ୩୩,୯୦୦ ଟଙ୍କା ପ୍ରଦାନ କରିଛନ୍ତି। ଡାକ୍ତରଙ୍କ ଏତାଦୃଶ କାର୍ଯ୍ୟକୁ ଜନସାଧାରଣ ଭୂୟସୀ ପ୍ରଶଂସା କରିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ
ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…
ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…
ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…
ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…
ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…
ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…
ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର
ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…
କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ
ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…
ପୁଶିଂ ବ୍ରିଜ୍ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ
ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…
Archives

