ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବିଜୁ ଯୁବ ବାହିନୀର ସହାୟତା

ଦେଓଗାଁ, ୧୭ା୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ବିଜୁ ଯୁବ ବାହିନୀ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୦ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି ା କରୋନା ମହାମାରୀ ଆତଙ୍କର ମୁକାବିଲା ପାଇଁ ରାଜ୍ୟ ତଥା ଦେଶରେ ଆର୍ଥିକ ସଂଙ୍କଟ ଦେଖାଦେଇଛି। ସ୍ଥିତିର ମୁକାବିଲା ଲାଗି ଦେଓଗାଁ ବ୍ଲକ ବିଜୁ ଯୁବ ବାହିନୀ ସଂଯୋଜକ ଐବନ ଛତ୍ରିଆ, ପ୍ରତ୍ୟୟ ଓଝା, ଦୀପକ ବେହେରା, ରାକେଶ ଗଡତ୍ୟା, ସରୋଜ ସୁନା ଓ କିଶୋର ନିଆଲଙ୍କ ଉପସ୍ଥିତିରେ ବିଡିଓ ନବୀନ କିଶୋର ପାଢ଼ୀଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri