ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିକୁ ଦାନ

ଭଦ୍ରକ ଅଫିସ,୧୯।୪: ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠି କୁ ଭଦ୍ରକ ଡିଷ୍ଟ୍ରିକ୍ଟ ଫ୍ଲlଇଆସ ବ୍ରିକ୍ସ ଓନର୍‌ ଆସୋସିଏଶନ ପକ୍ଷରୁ ୧ ଲକ୍ଷ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଆସୋସିଏଶନ ସଭାପତି ଅସିତ୍‌ କୁମାର ପାଣିଗ୍ରାହୀ, ସମ୍ପାଦକ ଜ୍ୟୋତି ପ୍ରକାଶ ମହାନ୍ତି ଓ ଉପସଭାପତି ରାଜୀବ କୁମାର ପରିଡା ପ୍ରମୁଖ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସଙ୍କୁ ଭେଟି ଏକ ଚେକ୍‌ ପ୍ରଦାନ କରିଛନ୍ତି। ସେହିଭଳି ଅବସରପ୍ରାପ୍ତ କର୍ମଚାରୀ ତାରିଣୀ ସେନ୍‌ ପରିଡା ୫ ହଜାର ଓ ଶ୍ରୀ କୃଷ୍ଣା ଇଣ୍ଟରପ୍ରାଇଜର୍ସ ୩ ହଜାର ଟଙ୍କା ପ୍ରଦାନ କରିଥିବା ଜଣା ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ।...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri