ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌କୁ ଓଡ଼ିଶାବାସୀଙ୍କ ସମର୍ଥନ: ୨୪ ଘଣ୍ଟାରେ ୧ଲକ୍ଷରୁ ଅଧିକ ଲୋକେ ଘରୁ ନ ବାହାରିବାକୁ ନେଲେ ଶପଥ

ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ଜୋରଦାର୍‌ ଉଦ୍ୟମ ଚଳାଇଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ ବାର୍ତ୍ତା ଦେଇ ଘରୁ ନ ବାହାରିବାକୁ ଶପଥ ନେବାକୁ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅପିଲରେ ଅନୁପ୍ରାଣୀତ ହୋଇ ଗତ ୨୪ ଘଣ୍ଟାରେ ୧ ଲକ୍ଷରୁ ଅଧିକ ଲୋକ ଏହି ଶପଥ ପାଠ କରିଥିବା ବେଳେ ନିଜ ଭିଡିଓ ସୋସିଆଲ ମିଡିଆରେ ଅପ୍‌ଲୋଡ କରିଛନ୍ତି। ଶପଥ ନେଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ବାକି ଥିବା ବ୍ୟକ୍ତିମାନେ ଏ ନେଇ ଶପଥ ନିଅନ୍ତୁ। ଏହି ଶପଥ ନିଜକୁ, ପରିବାରକୁ ଏବଂ ଓଡ଼ିଶାବାସୀଙ୍କୁ ବଞ୍ଚାଇବାରେ ସହାୟକ ହେବ ବୋଲି ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri