Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଜୁନ୍‌ ୨୬ରେ ୧ କୋଟି ଲୋକଙ୍କୁ ମଳିବ ନିଯୁକ୍ତିି

ଲକ୍ଷ୍ନୌ,୨୪।୬: ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥଙ୍କ ସରକାର ଜୁନ୍‌ ୨୬ରେ ଏକକାଳୀନ ଏକ କୋଟି ଲୋକଙ୍କୁ ନିଯୁକ୍ତି ଦେବାକୁ ଯୋଜନା କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହାୟତାରେ ଏକ କୋଟି ଲୋକଙ୍କୁ ନିଯୁକ୍ତି ଦିଆଯିବ। ଚାକିରି ପାଇବାକୁଥିବା ଲୋକଙ୍କ ମଧ୍ୟରୁ ପଚାଶ ପ୍ରତିଶତ ମନରେଗା ଅଧୀନରେ ପଞ୍ଜୀକୃତ ଅଛନ୍ତି। ଏକକାଳୀନ ଏତେ ପରିମାଣର ଚାକିରି ଯୋଗାଇ ଦେବାରେ ଉତ୍ତର ପ୍ରଦେଶର ଦେଶର ପ୍ରଥମ ରାଜ୍ୟ ହେବ। ମନରେଗା ବ୍ୟତୀତ କୁଶଳୀ ଶ୍ରମିକ ଭାବରେ ଅନେକ ଶିଳ୍ପ, କମ୍ପାନୀ ଏବଂ ପ୍ରତିଷ୍ଠାନରେ ମଧ୍ୟ ବ୍ୟାପକ ପରିମାଣରେ ଚାକିରି ଯୋଗାଇ ଦିଆଯିବ। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଙ୍ଗଳବାର ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ ଡାକି ଚାକିରି ଦେବା ଯୋଜନା ଗୁଡିକର ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ, ୩ ଘଣ୍ଟା ଉଡ଼ାଣ ପରେ…

ନୂଆଦିଲ୍ଲୀ,୨୭ା୫: ଯାନ୍ତ୍ରିକ ତ୍ରୁଟି ପାଇଁ ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ। ସାନ ଫ୍ରାନ୍ସିସ୍କୋ ଯାଉଥିଲା ବେଳେ ଅଧାରୁ ଫେରି ଆସିଲା। ୩ ଘଣ୍ଟା ଉଡ଼ାଣ କରି…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

୪ ଡେପୁଟି ସିଏମ୍‌ଙ୍କ ସହ କ୍ଷମତା ସମ୍ଭାଳିବେ ଡିକେ ଶିବକୁମାର; ନାଁ ଫାଇନାଲ୍!

ବେଙ୍ଗାଲୁରୁ,୨୭।୫: ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଇସ୍ତଫା ଏବଂ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ ସମ୍ପର୍କରେ କଳ୍ପନାଜଳ୍ପନା ମଧ୍ୟରେ, ରାଜ୍ୟରେ ନୂଆ ସରକାର ଗଠନ ସମ୍ପର୍କରେ ଆଉ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ରେଲେଓ଼୍ବ ଷ୍ଟେଶନରେ ମହଙ୍ଗା ହେଲା ଖାଦ୍ୟ; ଜାଣନ୍ତୁ କେଉଁ ଖାଦ୍ୟ କେତେ ବଢିଲା…

ନୂଆଦିଲ୍ଲୀ,୨୭।୫: ରେଳ ଷ୍ଟେସନରେ ମହଙ୍ଗା ହେଲା ଖାଦ୍ୟ; ନୂତନ ଦର ଜୁନ ୧ ରୁ ଲାଗୁ ହେବା ନେଇ ବଡ଼ ଘୋଷଣା। ଏହି ନୂତନ ସଂଶୋଧନ ପରେ,…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri