ମୁଖ୍ୟମନ୍ତ୍ରୀଙ୍କ ନଁ।ରେ ଏତଲା ଦେଲା କୃଷକ ସଙ୍ଗଠନ

ଛତ୍ରପୁର,୧୭ା୧୨(ଡି.ଏନ.ଏ)-କାଳିଆ ଯୋଜନାରେ ରାଜ୍ୟ ସରକାର ଲୋକଙ୍କୁ ଠକିଥିବା ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନଁ। ରେ ଠକେଇ, ବିଶ୍ୱାସଭଙ୍ଗ ଓ ବିଶ୍ୱାସଘାତକ ପାଇଁ ଆଇନଗତ ତଦନ୍ତ କରି ମାମଲା ରୁଜୁ କରିବାକୁ ଦାବି ହୋଇଛି । ଏନେଇ ସୋମବାର ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଗଞ୍ଜାମ ଏସ୍‌ପିଙ୍କ ଉଦ୍ଦେଶ୍ୟରେ ଡିଏସ୍‌ପି ଉତ୍କଳ କେଶରୀ ଦାସଙ୍କୁ ପ୍ରଦାନ କରାଯାଇଛି ା କାଳିଆ ଯୋଜନା ରାଜ୍ୟ ସରକାର ଆରମ୍ଭ କରି ଚାଷୀ, ଭୂମିହୀନମାନଙ୍କୁ ଆର୍ଥିକ ସହାୟତା ଦେବେ ବୋଲି ଘୋଷଣା ହୋଇଥିଲା ା ମାତ୍ର ଆପତ୍‌କାଳୀନ ପାଣ୍ଠିରୁ ଅର୍ଥ ଏବାବଦରେ ଖର୍ଚ୍ଚ କରାଯାଇଥିବା ଅଭିଯୋଗ ହୋଇଛି ା
ଏପରିକି ସମସ୍ତଙ୍କୁ ଏହି ଅର୍ଥ ମିଳିନି। ତରବରିଆ ଭାବେ ହିତାଧିକାରୀ ଚୟନ କରାଯାଇଥିବାରୁ କାଳିଆ ଯୋଜନା ଅର୍ଥ ବଡ ବ୍ୟବସାୟୀ, ଚାକିରିଆ, ପରିବାରର ଏକାଧିକ ସଦସ୍ୟଙ୍କୁ ପ୍ରଦାନ କରାଯାଇଛି ା ଏଣୁ ମୁଖ୍ୟମନ୍ତ୍ରୀଙ୍କ ନଁାରେ ମାମଲା ରୁଜୁ କରିବାକୁ ସଂଙ୍ଗଠନ ପକ୍ଷରୁ ଅନୁରୋଧ କରାଯାଇଛି ା ଏଥିରେ ରାଜ୍ୟ ସହ ସଂଯୋଜକ ଉମାକାନ୍ତ ଭାରତ, ରଙ୍ଗେଇଲୁଣ୍ଡା ସଂଯୋଜକ ସୁଦର୍ଶନ ପାତ୍ର, ଉପଦେଷ୍ଟା ରମେଶ କର, କୁମୁଦ ସାହୁ, ଇଜୁ ଆମିନ୍‌ ଖାନ୍‌, ରଙ୍କନା ପାତ୍ର, ସୁବାସ ସାହୁ ଓ ପଙ୍କଜିନୀ ନାହାକ ପ୍ରମୁଖ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri