ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ଏଣିକି ଅଗ୍ନି ସୁରକ୍ଷା ପ୍ରମାଣପତ୍ର ଦେବେ କ୍ଷେତ୍ରୀୟ କର୍ମଚାରୀ, ୨୦୨୦ ଏପ୍ରିଲ ପହିଲାରୁ ଅନ୍‌ଲାଇନ୍‌ ହେବ ବ୍ୟବସ୍ଥା

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଏଣିକି ବିଭିନ୍ନ ବାସଗୃହ ଓ କୋଠା ପାଇଁ ଅଗ୍ନି ସୁରକ୍ଷା ପ୍ରମାଣପତ୍ର ଲାଗି ଅଗ୍ନିଶମ ସେବା ନିର୍ଦ୍ଦେଶାଳୟକୁ ଯିବାକୁ ପଡ଼ିବ ନାହିଁ। ବିଭାଗର କ୍ଷେତ୍ରୀୟ କର୍ମଚାରୀମାନେ ଏଥିପାଇଁ ଆବଶ୍ୟକ ଅନୁମୋଦନ ଓ ପ୍ରମାଣପତ୍ର ଦେଇପାରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏନେଇ ଘୋଷଣା କରାଯାଇଛି।

କର୍ମଚାରୀମାନେ ଆବଶ୍ୟକୀୟ ପ୍ରକ୍ରିୟା ଅନୁସରଣ କରି ଆବେଦନ ଗ୍ରହଣ କରିବାର ୧୮ ଦିନ ମଧ୍ୟରେ ପ୍ରମାଣପତ୍ର ପ୍ରଦାନ କରିବେ। ଏହି ପ୍ରମାଣପତ୍ରର ଅବଧି ୨ ବର୍ଷ ପର୍ଯ୍ୟନ୍ତ ବଳବତ୍ତର ରହିବ ଏବଂ ଆବାସିକ କୋଠାବାଡ଼ି କ୍ଷେତ୍ରରେ ଏହା ୫ ବର୍ଷ ପର୍ଯ୍ୟନ୍ତ ରହିବ। ତେବେ ୨୦୧୦ ଏପ୍ରିଲ ପହିଲା ସୁଦ୍ଧା ଅଗ୍ନିସୁରକ୍ଷା ଅନୁମୋଦନ ଓ ପ୍ରମାଣପତ୍ର ପ୍ରଦାନର ସମ୍ପୂର୍ଣ୍ଣ ବ୍ୟବସ୍ଥା ଅନ୍‌ଲାଇନ୍‌ ଜରିଆରେ କରିବା ଲାଗି ମଧ୍ୟ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri