ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଖଇରା,୫।୪(ଡି.ଏନ.ଏ):ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ପତିରାଜପୁର ଦୋଳ ମେଳା କମିଟି ଓ ଗୋଳିହା ପଞ୍ଚାୟତ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରାଯାଇଛି। ଶୁକ୍ରବାର ଅପରାହ୍ନରେ ପତିରାଜପୁର ମେଳା କମିଟି ତରଫରୁ ସାଧାରଣ ସମ୍ପାଦକ ଭରତ ଚନ୍ଦ୍ର ରାଉତ ଓ ଗୋଳିହା ପଞ୍ଚାୟତର ସରପଞ୍ଚ ପୁଷ୍ପଲତା ଘଡେଇ ପ୍ରତ୍ୟେକ ୧୦ ହଜାର ଟଙ୍କାର ଚେକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ପ୍ରତିନିଧି ପ୍ରକାଶ କୁମାର ଲେଙ୍କାଙ୍କୁ ଏହି ଚେକ ପ୍ରଦାନ କରାଯାଇଛି। କରୋନା ମୁକାବିଲା ପାଇଁ ପ୍ରତ୍ୟେକ ସଂଗଠନ ସରକାରଙ୍କୁ ସାହାଯ୍ୟ କରିବା ଆବଶ୍ୟକ ବୋଲି ଉଭୟ ପ୍ରକାଶ କରିଛନ୍ତି। ସହାୟତା ପ୍ରଦାନ ବେଳେ ଗୋଳିହା ଗ୍ରାମର ଯୁବନେତା ରମେଶ ଘଡେଇ ଓ ଉଦ୍ଧବ ଘଡେଇ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?