ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ କରଣ ସମାଜର ସହାୟତା

କୋକସରା,୬।୫(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଆଞ୍ଚଳିକ କରଣ ସମାଜ ପକ୍ଷରୁ ଡାକ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ୧୯ ସହାୟତା ପାଣ୍ଠିକୁ ୩୧ହଜାର ଟଙ୍କା ପ୍ରଦାନ କରାଯାଇଛି। ଆଞ୍ଚଳିକ କରଣ ସମାଜ ସଭାପତି ସହଦେବ ପଟ୍ଟନାୟକ ଓ ସାଧାରଣ ସମ୍ପାଦକ ନାରାୟଣ ପଟ୍ଟନାୟକଙ୍କ ଜରିଆରେ ଏହି ଟଙ୍କା ପଠାଯାଇଛି ା ଏଥିରେ ସମାଜରେ ବସବାସ କରୁଥିବା ବିଭିନ୍ନ ଗ୍ରାମର ସଭ୍ୟମାନଙ୍କଠାରୁ ଦାନ ସଂଗ୍ରହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ ଲକ୍ଷ ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri