ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ନିଶ୍ଚିନ୍ତକୋଇଲି,୯।୫(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ତରତ ଶାସନ ପଞ୍ଚାୟତର ୮୩ ମହିଳା ସୟଂସହାୟକ ଗୋଷ୍ଠୀ, ଅଙ୍ଗନୱାଡି କର୍ମୀ ଓ ଆଶାକର୍ମୀ ମିଶି ୬୦,୦୦୬ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି। ସ୍ଥାନୀୟ ତହସିଲଦାରଙ୍କୁ ଏହି ସହାୟତା ରାଶି ପ୍ରଦାନ କରାଗଲାବେଳେ ଅଶୋକ ଓଝା, ଗିରିଶ ରଞ୍ଜନ ମହାପାତ୍ର ଓ ଜିତେନ୍ଦ୍ର କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri