ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ନାଉଗଁା, ୬।୪ (ସ୍ବ.ପ୍ର.)-କୋଭିଡ୍‌-୧୯ର ମୁକାବିଲା ପାଇଁ ଫିଲ୍ମ ତାରକାଙ୍କଠାରୁ ଆରମ୍ଭ କରି ବିଭିନ୍ନ ସାମାଜିକ ସଂଗଠନ ଓ ସାଧାରଣ ଲୋକେ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ ଓ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ଏହି କ୍ରମରେ ନାଉଗଁା ବ୍ଲକ ତିରୁଣାସ୍ଥିତ ଇନ୍ଦିରା ସ୍ମାରକୀ ଯୁବକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ସଂଘର ସମ୍ପାଦକ ବିକାଶ ରଞ୍ଜନ ପରିଡ଼ା, ସହ ସମ୍ପାଦକ ଶ୍ରୀକାନ୍ତ ସ୍ବାଇଁ, କୋଷାଧ୍ୟକ୍ଷ ଦେବଦତ୍ତ ତ୍ରିପାଠୀ ଓ ସଂଘର କନିଷ୍ଠ ସଦସ୍ୟ ବିଘ୍ନ ବିନାୟକ ଦାସ ପ୍ରମୁଖ ବିଡିଓ ରଶ୍ମୀରେଖା ମଲ୍ଲିକଙ୍କୁ ୨ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ସେହିପରି ନାଉଗଁା ହାଟସ୍ଥିତ ଶ୍ରୀଜଗନ୍ନାଥ ମହାବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ପପିନ୍ଦ୍ର ଲେଙ୍କା ଏକ ମାସର ଦରମା ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ପ୍ରଦାନ କରିଛନ୍ତି। ଏଭଳିସ୍ଥିତିରେ ଅନ୍ୟମାନେ ମଧ୍ୟ ସହଯୋଗର ହାତ ବଢ଼ାଇବାକୁ ସେମାନେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri