ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୪ ସରପଞ୍ଚ ଦେଲେ ୩ ମାସର ଭତ୍ତା

ସୋନପୁର,୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୋନପୁର ବ୍ଳକର ସମସ୍ତ ୧୪ପଞ୍ଚାୟତର ସରପଞ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସେମାନଙ୍କ ୩ ମାସର ଭତ୍ତା/ଦରମା ବାବଦ ୭୮ହଜାର ୯୬୦ଟଙ୍କା ପ୍ରଦାନ କରିଛନ୍ତି। ବିଶିମୁଣ୍ଡା ସରପଞ୍ଚ ମଧୁସୂଦନ ଓତା ସୁବର୍ଣ୍ଣପୁର ପିଡି ଡିଆରଡିଏ ଶରତ ଚନ୍ଦ୍ର ପଣ୍ଡାଙ୍କ ଉପସ୍ଥିତିରେ ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ଏହି ଚେକ୍‌ ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri