ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୧.୭୦ ଲକ୍ଷ ଦାନ

ନୟାଗଡ ଅଫିସ,୯ା୪: କରୋନା ମହାମାରୀର ମୁକାବିଲା ପାଇଁ ନୟାଗଡ ଜିଲା ପ୍ରାଥମିକ କୃଷି ସମବାୟ ସମିତି ସମ୍ପାଦକ ଓ ସହକାରୀ ନିବନ୍ଧକ କାର୍ଯ୍ୟାଳୟ ପକ୍ଷରୁ ୧.୭୦ ଲକ୍ଷ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ଗୁରୁବାର ପ୍ରଦାନ କରାଯାଇଛି। ସହକାରୀ ନିବନ୍ଧକ ଭାସ୍କର ପାଣିଗ୍ରାହୀ, ଉପସହକାରୀ ନିବନ୍ଧକ ସୁଦାମ ଚରଣ ଜେନା, ନୟାଗଡ ଜିଲା ସମ୍ପାଦକ ସଂଘ ସଭାପତି ପୁରେନ୍ଦ୍ର ବେହେରା ଓ ଜଗମୋହନ ରଣସିଂଙ୍କ ଉପସ୍ଥିତିରେ ଏହି ଟଙ୍କାର ଚେକ୍‌ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?