ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୧ସରପଞ୍ଚ ଦେଲେ ୩ ମାସର ଭତ୍ତା

ତରଭା,୨୦।୪(ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ତରଭା ବ୍ଳକର ସମସ୍ତ ସରପଞ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ଲକ୍ଷ ୨ହଜାର ଟଙ୍କା ପ୍ରଦାନ କରିଛନ୍ତି। ବ୍ଲକର ମୋଟ ୨୧ ଜଣ ସରପଞ୍ଚ ସେମାନଙ୍କ ୩ ମାସର ଭତ୍ତା/ଦରମା ବାବଦ ଏହି ଅର୍ଥ ପ୍ରଦାନ କରିଛନ୍ତି । ବ୍ଲକ ସରପଞ୍ଚ ସଂଘ ସଭାପତି ଦଶରଥ ସାହୁ, ଜିଲା ସରପଞ୍ଚ ସଂଘ କୋଷାଧ୍ୟକ୍ଷ ପ୍ରଭାତ ପାତ୍ର ଓ ଜିଲା ପରିଷଦ ସଭ୍ୟ ସରୋଜ କୁମାର କମ୍ପ ସୋମବାର ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ତାଙ୍କ ପ୍ରକୋଷ୍ଠରେ ଏହି ଚେକ୍‌ ପ୍ରଦାନ କରିଛନ୍ତି। ସେହିପରି ସରପଞ୍ଚ ସଂଘ ପକ୍ଷରୁ ୧୬ ହଜାର ଟଙ୍କା ବ୍ୟୟରେ ବ୍ଲକ ଅଞ୍ଚଳରେ ମାସ୍କ ଓ ସାନିଟାଇଜର ବଣ୍ଟନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

୧୧ ସେପ୍ଟେମ୍ବର ତୁଳା ସମେତ ୪ ରାଶିଙ୍କ ପାଇଁ ହେବ ସ୍ବତନ୍ତ୍ର: ଘଟିବ ଏଭଳି ଯାହା କେବେ ଭାବିନଥିଲେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬, ଅର୍ଥାତ୍‌ କୁଶାଗ୍ରହଣୀ ଅମାବାସ୍ୟା ଦିନ ଶୁକ୍ର ଗ୍ରହ ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ରଦେବ ୨୪ ଅକ୍ଟୋବର ପର୍ଯ୍ୟନ୍ତ…

ଗାଡ଼ିର ଚାଲାଣ ଭରିନାହାନ୍ତି କି? ଏହିଦିନ ମିଳିବ ବଡ଼ ସୁଯୋଗ, କମ୍‌ ଟଙ୍କାରେ କରନ୍ତୁ ସମାଧାନ

ନୂଆଦିଲ୍ଲୀ,୮।୯: ରାସ୍ତାରେ ଟ୍ରାଫିକ ନିୟମ ଏବେ ଅଧିକ କଡ଼ା ହୋଇଛି। ଅଜାଣତରେ କିମ୍ବା ଭୁଲ୍‌ବଶତଃ ଗାଡ଼ିର ଇ-ଚାଲାଣ କଟିଯିବା ସାଧାରଣ କଥା। ଅନେକ ସମୟରେ ଚାଲାଣ ରାଶି…

ଦୁର୍ଗାପୂଜାରେ ବାଜିବ ନାହିଁ ଡିଜେ, ଅଷ୍ଟମୀ ହେବ ‘ଡ୍ରାଏ ଡେ’…, ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେବ ଭାଜପା ସରକାର

କୋଲକାତା,୮।୯: ଅକ୍ଟୋବର ୧୧ରେ ସାରା ଦେଶରେ ନବରାତ୍ରି ପର୍ବ ଆରମ୍ଭ ହେବ। ଏହି ଅବସରରେ ପଶ୍ଚିମବଙ୍ଗର ଦୁର୍ଗାପୂଜା ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି। ୭୫ ବର୍ଷ ପରେ…

୧୭ ବର୍ଷରେ ୧୭ଶହରୁ ଅଧିକ ମଞ୍ଚରେ ଦଣ୍ଡନୃତ୍ୟ: ଚର୍ଚ୍ଚାରେ ଦେବେନ୍ଦ୍ର ନାଏକ

ଅମରପାଲି,୮ା୯(ପୀତାମ୍ବର ସାହୁ):ଦଣ୍ଡ ନୃତ୍ୟ, ଷୋଳ ସୁଆଙ୍ଗ ଓଡ଼ିଶାର ପ୍ରାଚୀନ ଲୋକକଳା ଓ ସଂସ୍କୃତିର ଏକ ଅନନ୍ୟ ପରିଚୟ। ଆଧୁନିକତାର ପ୍ରଭାବରେ ଏହି ପାରମ୍ପରିକ କଳା ଧୀରେ ଧୀରେ…

‘ଲାଜ ଲାଗୁନି…’, କଙ୍ଗନାଙ୍କ ମୁଣ୍ଡକୁ ଉଠିଗଲା ରାଗ: ଅଧିକାରୀଙ୍କୁ ମନ ଇଚ୍ଛା ଶୁଣାଇଦେଲେ

ମଣ୍ଡି,୮।୯: ହିମାଚଳ ପ୍ରଦେଶର ମଣ୍ଡିରୁ ଭାଜପା ସାଂସଦ କଙ୍ଗନା ରାଣାୱତ ଜିଲା ବିକାଶ ସମନୱୟ ଓ ନିରୀକ୍ଷଣ କମିଟି (ଦିଶା) ବୈଠକରେ ଅଧିକାରୀଙ୍କ କାର୍ଯ୍ୟଶୈଳୀକୁ ନେଇ କଡ଼ା…

୫ ଓରାଙ୍ଗଉଟାନଙ୍କୁ ଆଣିବା ପାଇଁ ନନ୍ଦନକାନନରୁ ବାହାରିଲା ଏକ ଟିମ୍ : ଅନ୍ତର୍ଜାତୀୟ ସ୍ମଗଲିଂ ସନ୍ଦେହ

ନନ୍ଦନକାନନ,୮।୯: ଓଡ଼ିଶାରେ କେବେ ଓରାଙ୍ଗଉଟାନ ଦେଖାଯାଇଥିବା ନଜିର ନ ଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରୁ ୫ଟି ଓରାଙ୍ଗଉଟାନ ଠାବ ହେବା ଘଟଣାକୁ ନେଇ ଚାଞ୍ଚଲ୍ୟ…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri