ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨ଲକ୍ଷ ୬୧ହଜାର ଦେଲେ

ବରଗଡ଼ ଅଫିସ୍‌,୨୨।୪: କରୋନା ମୁକାବିଲା ପାଇଁ ବରଗଡ଼ ଜିଲା କଣ୍ଟ୍ରାକ୍ଟରସ୍‌ ଆସୋସିଏଶନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨ଲକ୍ଷ ୬୧ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି । ଆସୋସିଏଶନର କର୍ମକର୍ତ୍ତାମାନେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ଉପସ୍ଥିତିରେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଭେଟି ଏ ନେଇ ଏକ ଚେକ୍‌ ପ୍ରଦାନ କରିଥିଲେ । ଏହା ପ୍ରଦାନ ସମୟରେ ଜିିଲା କଣ୍ଟ୍ରାକ୍ଟରସ୍‌ ଆସୋସିଏଶନର କର୍ମକର୍ତ୍ତା, ସଭ୍ୟବୃନ୍ଦ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri