ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧.୧୫ ଲକ୍ଷ ଟଙ୍କା ପ୍ରଦାନ

ବୁଗୁଡା,୨୨ା୪(ଡି.ଏନ.ଏ.)- ବୁଗୁଡ଼ା ଏନ୍‌ଏସି ବିଜୁ ଜନତା ଦଳର ଜନ ପ୍ରତିନିଧି ଓ କର୍ମକର୍ତ୍ତାଙ୍କ ସହ କିଛି ବଦାନ୍ୟ ବ୍ୟକ୍ତି ମଙ୍ଗଳବାର କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ୧୫ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସ୍ଥାନୀୟ ଏନ୍‌ଏସି ବିଜୁ ଜନତା ଦଳର ଜନ ପ୍ରତିନିଧି କର୍ମକର୍ତ୍ତାଙ୍କ ତରଫରୁ ୫୩ ହଜାର ଟଙ୍କା ଏବଂ ସହରର କିଛି ବଦାନ୍ୟ ବ୍ୟକ୍ତିଙ୍କ ଠାରୁ ୬୨ ହଜାର ଟଙ୍କା ଏପରି ମୋଟ ୧ ଲକ୍ଷ ୧୫ ହଜାର ଟଙ୍କା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଉପସ୍ଥିତିରେ ପଞ୍ଚାୟତ କାର୍ଯ୍ୟାଳୟରେ ବିଡିଓ ତନ୍ମୟ ପାତ୍ରଙ୍କୁ ଚେକ୍‌ ଆକାରରେ ପ୍ରଦାନ କରାଯାଇଛି। ଏଥିରେ ତହସିଲଦାର ରବୀନ୍ଦ୍ର କୁମାର ମିଶ୍ର, ଅତିରିକ୍ତ ତହସିଲଦାର ସଂଗ୍ରାମ କେଶରୀ ଜେନାଙ୍କ ସମେତ ସୁଧାଂଶୁ ଶେଖର ପାଢ଼ୀ, ଚିତ୍ରସେନ ପ୍ରଧାନ, ସନ୍ତୋଷ କୁମାର ଜେନା, କେ. ତ୍ରିଲୋଚନ ଦୋରା, ରାଜେନ୍ଦ୍ର ପାଢ଼ୀ ପ୍ରମୁଖ ବିଜେଡିର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri