ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୪.୭୧ ଲକ୍ଷ ଟଙ୍କା ପ୍ରଦାନ

ବ୍ରହ୍ମପୁର ଅଫିସ,୨୩ା୪: କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଗଞ୍ଜାମ ଜିଲାର ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ପକ୍ଷରୁ ଗୁରୁବାର ୪ଲକ୍ଷ ୭୧ ହଜାର ୫୮୬ ଟଙ୍କା ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲା ସିଭିଲ୍‌ ରେଜିଷ୍ଟ୍ରାର ସମସ୍ତ କର୍ମଚାରୀଙ୍କ ପକ୍ଷରୁ ନଗଦ ଆକାରରେ ୨ ଲକ୍ଷ ୬୮ ହଜାର ୨୦୦ ଟଙ୍କା ଓ ଅନଲାଇନ୍‌ରେ ୨୧ ହଜାର ୫୦୨ ଟଙ୍କା ପ୍ରଦାନ କରାଯାଇଛି । ସେହିଭଳି ଗଞ୍ଜାମ ଜିଲା ବିଚାର ବିଭାଗୀୟ ଅଧିକାରୀମାନଙ୍କ ପକ୍ଷରୁ ୧ ଲକ୍ଷ ୮୧ ହଜାର ୮୮୪ ଟଙ୍କା ପ୍ରଦାନ କରାଯାଇଛି । ଏନେଇ ଜିଲା ଦୌରା ଜଜ୍‌ କୋର୍ଟର ନାଜିର ବିନୋଦ ପଣ୍ଡା ଓ ମୁଖ୍ୟ କିରାଣି ବିଜୟ କୁମାର ପାଣି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri