ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୪, ୮୩,୪୪୧ ଟଙ୍କା ପ୍ରଦାନ କଲା ଶେରଗଡ଼ ବ୍ଲକ ଶିକ୍ଷକ ସଂଘ

ଶେରଗଡ଼,୨୭ା୪(ଡି.ଏନ୍‌.ଏ.) : କରୋନା ମହାମାରୀ ପାଇଁ ସମସ୍ତେ ସହାୟତାର ହାତ ବଢ଼ାଉଥିବା ବେଳେ ଶେରଗଡ଼ ଶିକ୍ଷକମାନେ ମଧ୍ୟ ଗୋଟିଏ ଦିନର ଦରମା ପ୍ରଦାନ କରିଛନ୍ତି। ଶେରଗଡ଼ ବ୍ଲକ ଶିକ୍ଷକ ସଂଘ ପକ୍ଷରୁ ରାଜ୍ୟ କୋଭିଡ୍‌ ଫଣ୍ଡ୍‌କୁ ୪ଲକ୍ଷ ୮୩ ହଜାର ୪୪୧ଟଙ୍କା ସୋମବାର ପ୍ରଦାନ କରାଯାଇଛି। ଶେରଗଡ଼ସ୍ଥିତ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଶିକ୍ଷକମାନେ ଉକ୍ତ ଟଙ୍କାର ଏକ ଚେକ୍‌ ପ୍ରଦାନ କରିଛନ୍ତି । ଉକ୍ତ ଚେକ୍‌ ପ୍ରଦାନ ସମୟରେ ଶିକ୍ଷକ ସଂଘର ସଭାପତି ପ୍ରଫୁଲ୍ଲ କୁମାର ପଣ୍ଡା,ବରିଷ୍ଠ ଶିକ୍ଷକ କାଳୀଚରଣ ଚୌଧୁରୀ, ଗୋଷ୍ଠୀ ଶିକ୍ଷାଧିକାରୀ ଭାସ୍କର ଲେଙ୍କା,ବିଡିଓ ସୁରଞ୍ଜନ କୁମାର ସାହୁ, ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ,ତହସିଲଦାର ଡ. ଦୟାସିନ୍ଧୁ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri