ମୁଖ୍ୟମନ୍ତ୍ରୀଙ୍କୁ ୫ ଦଫା ଦାବିପତ୍ର ପ୍ରଦାନକଲା ଆଶାସାଥୀ ସଂଘ

ରାୟଗଡ଼ା ଅଫିସ,୧୦।୨: ଭାରତୀୟ ମଜଦୂର ସଂଘ ଦ୍ୱାରା ପରିଚାଳିତ ରାଜ୍ୟ ଆଶାସାଥୀ ସଂଘର ନିର୍ଦ୍ଦେଶକ୍ରମେ  ୫ ଦଫା ଦାବି ନେଇ ଜିଲା ଆଶାସାଥୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ଜିଲାପାଳଙ୍କ ଜରିଆରେ ସୋମବାର ପ୍ରଦାନ କରିଛି। ଭାରତୀୟ ମଜଦୂର ସଂଘର ଜିଲା ସଭାପତି ଯୋଗେଶ୍ୱର ଦାସ ଏବଂ ସାଧାରଣ ସମ୍ପାଦକ ଖଗେଶ୍ୱର ସିଂଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଆଶା ସାଥୀମାନଙ୍କୁ ସରକାରୀ ମାନ୍ୟତା ପ୍ରଦାନ, କେନ୍ଦ୍ର ସରକାରଙ୍କ ଘୋଷଣା ଅନୁଯାୟୀ ଦରମା ୬ ହଜାର ଟଙ୍କା ପ୍ରଦାନ, ଆଶା ସାଥୀମାନଙ୍କର ୟୁନିଫର୍ମ କରାଯିବା, ଆଶାସାଥୀଙ୍କ କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ ତାଲିମ୍‌, ଇନ୍‌ସ୍ୟୁରାନ୍ସ ପ୍ରଦାନ ଆଦି ଦାବିପତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri