Posted inଫୁରସତ

ମୁଣ୍ଡ ନୁଆଁଇ ଅତିଥିଙ୍କୁ ସ୍ବାଗତ କରୁଛି ହରିଣ

3 5

ସୋସିଆଲ ମିଡିଆରେ ପ୍ରାୟ ସମୟରେ ଓ୍ବାଇଲ୍ଡ ଲାଇଫ୍‌ ଭିଡିଓ ଶେୟାର ହୋଇଥାଏ। ଏହି ଭିଡିଓକୁ ଲୋକେ ଖୁବ୍‌ ପସନ୍ଦ ମଧ୍ୟ କରିଥାନ୍ତି। ଏବେ ଏକ ହରିଣର ଭିଡିଓ ଶେୟାର ହୋଇଛି, ଯାହା ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ହରିଣଟି ଅତିଥିମାନଙ୍କୁ ଅତି ସୁନ୍ଦରଭାବେ ସ୍ବାଗତ କରୁଥିବା ଦେଖିବାକୁ ମିଳୁଛି। ସେଲିବ୍ରିଟି ଫଟୋଗ୍ରାଫର ବିୟର ଭୟାନୀ ଏହି ଭିଡିଓକୁ ନିଜ ଅଫିସିଆଲ ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି।
ଭିଡିଓରେ ହରିଣଟି ଏକ ଧାର୍ମିକ ସ୍ଥାନରେ ଛିଡ଼ା ହୋଇଥିବା ଦେଖିବାକୁ ମିଳୁଛି। ଉକ୍ତ ସ୍ଥାନକୁ ଯିବା ଆସିବା କରୁଥିବା ଲୋକେ ହରିଣକୁ ଦେଖି ମୁଣ୍ଡ ନୁଆଁଉଛନ୍ତି। ହରିଣଟି ମଧ୍ୟ ସେମାନଙ୍କୁ ସମ୍ମାନ ଜଣାଇ ମୁଣ୍ଡ ତଳକୁ କରୁଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com
2 16

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

Business

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

Kkkk 2

କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୧୨: ଗାନ୍ଧୀ ପରିବାର ଭାରତୀୟ ରାଜନୀତିରେ ସବୁଠାରୁ ଚର୍ଚ୍ଚିତ ପରିବାର ମଧ୍ୟରୁ ଗୋଟିଏ। ବର୍ତ୍ତମାନ ଏହି ପରିବାରର ଦୁଇ ପ୍ରମୁଖ ବ୍ୟକ୍ତି, ରାହୁଲ ଗାନ୍ଧୀ ଏବଂ...

1 14

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

Untitled 13

୨୦୨୬ଆରମ୍ଭରୁ ଯୁଦ୍ଧ ନୁହେଁ ହେବ ପ୍ରଳୟ! ସଙ୍କେତ ଦେଲାଣି ଗ୍ରହ ଚଳନ, ଭାରତରେ ପଡିବ ପଡ଼ ପ୍ରଭାବ

ନୂଆଦିଲ୍ଲୀ,୧୧।୧୨: ୨୦୨୬ ହେଉଛି ଏପରି ଏକ ବର୍ଷ ଯାହାକୁ ବିଶ୍ୱ ଅଣଦେଖା କରିପାରିବ ନାହିଁ। ଅନେକ ସୀମା ଏପରି ଏକ ସମୟରେ ଆସିବ ଯେଉଁଠାରେ ଏକ...

Ggg 13

ଅଜବ ପରମ୍ପରା:ପ୍ରେମ କରୁଥିଲେ ଏମିତି ଜଣାନ୍ତି….

ବେଜିଂ:ସାରା ବିଶ୍ୱରେ ପ୍ରେମ ପ୍ରକାଶର ଉପାୟ ପ୍ରାୟତଃ ଭିନ୍ନ। କିଏ ଫୁଲ ଦେଇ ପ୍ରପୋଜ୍‌ କରନ୍ତି ତ ଆଉ କିଏ ପ୍ରେମପତ୍ର ଦିଅନ୍ତି। ଆଉ କେହି...

THUMBNAIL 39

ଅନ୍ତର୍ଜାତୀୟ ପର୍ବତ ଦିବସ: ହିମବାହର ଆବଶ୍ୟକତାକୁ ଗୁରୁତ୍ୱ

ପ୍ରତିବର୍ଷ ଡିସେମ୍ବର ୧୧ରେ ପାଳିତ ହୋଇଥାଏ ‘ଅନ୍ତର୍ଜାତୀୟ ପର୍ବତ ଦିବସ’। ପର୍ବତର ଗୁରୁତ୍ୱ ବିଷୟରେ ସଚେତନତା ସୃଷ୍ଟି, ପର୍ବତ ବିକାଶରେ ସୁଯୋଗ ଓ ପ୍ରତିବନ୍ଧକକୁ ଉଜାଗର...

Screenshot 2025 12 10 151615

୨୦୨୬ରେ ୧୨ମାସ ନୁହେଁ ପଡିବ ୧୩ମାସ, ଘଟିବ ଅଦ୍ଭୁତ ଜିନିଷ…

୨୦୨୬ ବର୍ଷ ଆରମ୍ଭ ହେବାକୁ ଆଉ ଅଧିକ ସମୟ ବାକି ନାହିଁ। ଆଗାମୀ ବର୍ଷ ବହୁତ ସ୍ବତନ୍ତ୍ର ହେବାକୁ ଯାଉଛି, କାରଣ ୨୦୨୬ ରେ ୧୨...

Advertisement

ଧରିତ୍ରୀ କାର୍ଟୁନ

Archives

Dharitri Rashifala2
Model This Week
ମଣ୍ଟୁ

ପିଲାଙ୍କ ଧରିତ୍ରୀ

PILANKA DHARITRI
Why Dharitri