ମୁଣ୍ଡବ୍ୟଥା ହେଉଥିଲେ…ଘରୋଇ ଉପାୟ….

ମୁଣ୍ଡବ୍ୟଥା ସମସ୍ୟା ଅନେକଙ୍କଠାରେ ଥାଏ। ତେବେ ଘରୋଇ ଉପାୟରେ କିଭଳି ଏଥିରୁ ନିସ୍ତାର ପାଇବେ, ଜାଣନ୍ତୁ ସେ ସମ୍ପର୍କରେ..

୧. ତେଜପତ୍ର ପଡ଼ିଥିବା ନାଲି ଚା’ରେ ଲେମ୍ବୁରସ ପକାଇ ପିଇଲେ ମୁଣ୍ଡବ୍ୟଥାରେ ଲାଭ ମିଳିଥାଏ।

୨. ନଡ଼ିଆ ପାଣି, ଚାଉଳଧୁଆ ପାଣି ସହ ଶୁଣ୍ଠି ପାଉଡର୍‌ ମିଶାଇ ଉକ୍ତ ପ୍ରଲେପକୁ ମୁଣ୍ଡରେ ଲଗାଇଲେ ଆରାମ ମିଳେ।

୩. ଧଳା ଚନ୍ଦନ ପାଉଡରକୁ ଚାଉଳଧୁଆ ପାଣିରେ ମିଶାଇ ଏକ ଲେପ ପ୍ରସ୍ତୁତ କରି ମୁଣ୍ଡରେ ଲଗାଇଲେ ବି ଉପଶମ ମିଳିଥାଏ।

୪. ଲାଲ ତୁଳସୀପତ୍ରକୁ ବାଟି ଦିନକୁ ୨-୩ ଥର ମୁଣ୍ଡରେ ଲଗାଇଲେ ମୁଣ୍ଡବ୍ୟଥା କମିଥାଏ।

୫. ଚାଉଳଧୁଆ ପାଣିରେ ଜାଇଫଳକୁ ଘୋରି ମଧ୍ୟ ମଥାରେ ଲଗାଇପାରିବେ।

୬. ସବୁଜ ଧନିଆ ପତ୍ରକୁ ଦଳି ତାର ଲେପ ମଥାରେ ଲଗାଇଲେ ଆରାମ ମିଳିଥାଏ।

୭. ଧଳାସୂତା କପଡ଼ାକୁ ସିର୍‌କାରେ ବୁଡ଼ାଇ ମଥାରେ ରଖିଲେ ଆରାମ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଅକ୍ଟୋବରରୁ ୩ରାଶିଙ୍କ ଧନଲାଭ ଯୋଗ; ଚାକିରିରେ ବଡ଼ ପ୍ରମୋଶନ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ, ଶନିଙ୍କୁ ସବୁଠାରୁ ଶକ୍ତିଶାଳୀ, ନିଷ୍ଠୁର ଗ୍ରହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ । ଶନିଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ସହିତ…

ଏପ୍ରିଲ ୨୦୨୭ ଯାଏଁ ରାହୁଙ୍କ କୃପା! ୩ ରାଶିଙ୍କୁ ମିଳିବ ପ୍ରଚୁର ଟଙ୍କା, ଚମକିବ କ୍ୟାରିୟର

ଛାୟା ଗ୍ରହ ରାହୁ ଏହି ସମୟରେ ଧନିଷ୍ଠା ନକ୍ଷତ୍ରରେ ବିରାଜମାନ ଅଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଧନିଷ୍ଠା ନକ୍ଷତ୍ରକୁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ, କାରଣ ଏହା…

୨୦୨୭ରେ ଏହି ୪ ରାଶି ଉପରେ ଶନିଙ୍କ କୋପଦୃଷ୍ଟି! ମେଷ-ମୀନ ସମେତ ଏମାନଙ୍କ ବଢ଼ିବ ଅଡୁଆ, ପାଦେ ପାଦେ ବିପଦ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବ ଏବଂ ତାଙ୍କର ପ୍ରଭାବକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଧରାଯାଏ। ତାଙ୍କୁ କର୍ମଫଳଦାତା କୁହାଯାଏ ଏବଂ ତାଙ୍କର ସ୍ଥିତିର ପ୍ରଭାବ ବ୍ୟକ୍ତିର ବ୍ୟକ୍ତିଗତ ଜୀବନଠାରୁ…

ଗଣେଶ ପୂଜାଠାରୁ ୫ ରାଶିର ଆରମ୍ଭ ହେବ ଗୋଲଡେନ୍‌ ସମୟ, ଏହି ୭ ରାଶି ପାଇଁ ଖରାପ! ଜାଣନ୍ତୁ ସାପ୍ତାହିକ ରାଶିଫଳ

ଆରମ୍ଭ ହେବାକୁ ଯାଉଛି ନୂଆ ସପ୍ତାହ। ଆସନ୍ତା ୧୪ରୁ ୨୦ ସେପ୍ଟେମ୍ବର ୨୦୨୬ ମଧ୍ୟରେ ଗ୍ରହ-ନକ୍ଷତ୍ରଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ଉପରେ ପଡ଼ିପାରେ। ସପ୍ତାହର ଆରମ୍ଭରେ…

କର୍କଟ ସମେତ ଏହି ରାଶିଙ୍କୁ ଟେନ୍‌ସନ ଦେବେ ମଙ୍ଗଳ: ସମ୍ପର୍କରେ ପଡ଼ିବ ଭଟ୍ଟା! ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳଙ୍କୁ ଗ୍ରହମାନଙ୍କ ସେନାପତି ବୋଲି କୁହାଯାଏ। ସାହସ, ଶକ୍ତି, ଉତ୍ସାହ, କ୍ରୋଧ ଓ ଆକ୍ରମଣାତ୍ମକତାର କାରକ ଭାବେ ମଙ୍ଗଳଙ୍କୁ ବିବେଚନା କରାଯାଏ। ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?