ମୁନିଗୁଡାରେ ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ଭ

ମୁନିଗୁଡା,୧୬।୧୧: ରାୟଗଡା ଜିଲା ମୁନିଗୁଡାରେ ନୂତନ ଭାବେ ହେବାକୁ ଥିବା ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଶୁକ୍ରବାର ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ବ ହୋଇଛି। ମୁନିଗୁଡା ତହସିଲଦାର ଦେବାଶିଷ ଗୌଡ଼ଙ୍କ ନେତୃତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ରାଜସ୍ବ ନିରୀକ୍ଷକ ନିଳାଞ୍ଚଳ ଗୌଡ଼, ଅତିରିକ୍ତ ରାଜସ୍ବ ନିରୀକ୍ଷକ ଦେବଦତ୍ତ ପଣ୍ଡା, ମୁନିଗୁଡାର ବରିଷ୍ଠ ଆଇନଜୀବୀ ତଥା ବିଷମକଟକ ବାର ଆସୋସିଏସନର ପୂର୍ବତନ ସଭାପତି ବୃନ୍ଦାବନ ଗୌଡ଼, ମୁନିଗୁଡା ବିକାଶ ପରିଷଦର ଜି.କୁମାର ରାଜୁ, ପ୍ରମୁଖ ଉପସ୍ଥିତ ରହିଥିଲେ। ମୁନିଗୁଡା ତହସିଲଦାର ଅଧୀନରେ ଥିବା ବିଭିନ୍ନ ସ୍ଥାନକୁ ମ୍ୟାପରେ ଦେଖିବା ପରେ ସେଥି ମଧ୍ୟରୁ ହୁକୁମତଳା ମୌଜାର ୧୪୨ ନମ୍ବର ପ୍ଲଟର ୫ ଏକର ଜାଗାକୁ ଚୟନ କରାଯାଇଥିଲା। ଜମିକୁ ଦେଖିବା ପରେ ଏନେଇ ଏକ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରାଯାଇ ଆଗାମୀ ପଦକ୍ଷେପ ନିଆଯିବ ବୋଲି ତହସିଲଦାର ଗୌଡ଼ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri