Posted inଖେଳ

ମୁମ୍ବାଇ ରଣ୍‌ଜୀ ଦଳରେ ରାହାନେ, ଶ

ମୁମ୍ବାଇ,୪।୧୨(ପି.ଟି.)- ଟେଷ୍ଟ ସ୍ପେଶାଲିଷ୍ଟ ଅଜିଙ୍କ୍ୟ ରାହାନେ ଓ ଯୁବ ଓପନର ପୃଥ୍ବୀ ଶ’ଙ୍କୁ ମଙ୍ଗଳବାର ଘୋଷିତ ୧୫ ଜଣିଆ ମୁମ୍ବାଇ ରଣ୍‌ଜୀ ଦଳରେ ସ୍ଥାନ ପାଇଛନ୍ତି। ମିଲିନ୍ଦ ରେଗେଙ୍କ ନେତୃତ୍ୱାଧୀନ ଆଡ୍‌ ହକ ଚୟନ କମିଟି ଏହି ଦଳ ଚୟନ କରିଛି। ସୂର୍ଯ୍ୟକୁମାର ତାରେ ଦଳର ନେତୃତ୍ୱ ନେବେ। ଅଭିଜ୍ଞ ଉଇକେଟକିପର ଆଦିତ୍ୟ ତାରେଙ୍କୁ ଉପ ଅଧିନାୟକ ଭାର ଦିଆଯାଇଛି। ଆଗକୁ ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଥିବାରୁ ରାହାନେଙ୍କୁ ପ୍ରାକ୍ଟିସ ମ୍ୟାଚ୍‌ ମିଳିଯିବ। ତେବେ ସିଦ୍ଦେଶ ଲାଡ ପ୍ରଥମ ମ୍ୟାଚ୍‌ ପାଇଁ ଉପଲବ୍ଧ ହେବେ ନାହିଁ। କାରଣ ଆସନ୍ତା ଶୁକ୍ରବାର ସେ ବିବାହ କରିବାକୁ ଯାଉଛନ୍ତି। ସର୍ବାଧିକ ୪୧ ଥର ରଣ୍‌ଜୀ ଚାମ୍ପିୟନ ମୁମ୍ବାଇ ୯ ତାରିଖରେ ବରୋଦା ବିପକ୍ଷ ମ୍ୟାଚ୍‌ରୁ ତା’ର ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ଗୋଡ଼ ଭାଙ୍ଗିଦେଲା ରୋହିତ ଶର୍ମାଙ୍କ ଶଟ୍‌, ମୁମ୍ବାଇ ଇଣ୍ଡିଆନ୍ସ ଅଭ୍ୟାସ ସମୟରେ ବଡ଼ ଅଘଟଣ,ଦେଖନ୍ତୁ Video

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL ୨୦୨୬)ରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ଆଘାତ ଯୋଗୁ ୫ଟି ମ୍ୟାଚରୁ ବାହାରେ ରହିବା ପରେ ପଡ଼ିଆକୁ ଏକ…

ମୁମ୍ବାଇ ଇଣ୍ଡିଆନ୍ସ ଛାଡି ଏହି ଦଳରେ ସାମିଲ ହେବେ ହାର୍ଦ୍ଦିକ ପାଣ୍ଡ୍ୟା! ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୬।୫: ମୁମ୍ବାଇ ଇଣ୍ଡିଆନ୍ସ IPL ୨୦୨୬ ପ୍ଲେଅଫ ଦୌଡ଼ରୁ ପ୍ରାୟ ବାହାର ହୋଇଗଲାଣି। ଯଦିଓ ବାକି ଚାରୋଟି ମ୍ୟାଚ ଜିତିଲେ ବି ସେମାନେ କେବଳ ୧୪ ପଏଣ୍ଟ…

ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍ସ: ଶୀର୍ଷସ୍ଥାନ ବଜାୟ ରଖିଲା ଭାରତ, ଜାଣନ୍ତୁ ଦ୍ୱିତୀୟ, ତୃତୀୟ ସ୍ଥାନରେ କେଉଁ ଦେଶ…

ଦୁବାଇ,୫ା୫: ୩ ଥରର ବିଶ୍ୱକପ୍‌ ବିଜେତା ଭାରତ ମଙ୍ଗଳବାର ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍ସରେ ଶୀର୍ଷସ୍ଥାନ ବଜାୟ ରଖିଛି। ଗତ ମାର୍ଚ୍ଚରେ ଭାରତ ପ୍ରଥମ ଦଳ ଭାବେ…

ଟିକେଟ ଲାଗି ୫ କୋଟି ଦାବି କରୁଥିଲା ଟିଏମ୍‌ସି, ସାଙ୍ଘାତିକ ଅଭିଯୋଗ ଆଣିଲେ ଏହି ପୂର୍ବତନ କ୍ରିକେଟର

କୋଲକାତା,୫ା୫: ୫ କୋଟି ଟଙ୍କା ନ ଦେବାରୁ ହାଓ୍ବରାର ଶିବପୁର ନିର୍ବାଚନ ମଣ୍ଡଳୀରୁ ମୋତେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଟିକେଟ ଦେବାକୁ ମନା କରିଥିଲା। ପଶ୍ଚିମବଙ୍ଗ ବିଧାନସଭା…

ଖେଳାଳିଙ୍କ ଗର୍ଲଫ୍ରେଣ୍ଡ ପାଇଁ ବିସିସିଆଇ ଆଣିବ କଡ଼ା ଗାଇଡ୍‌ଲାଇନ

ମୁମ୍ୱାଇ,୫ା୫: ଚଳିତ ଆଇପିଏଲ୍‌ରେ କିଛି ନିର୍ଦ୍ଦିଷ୍ଟ ଖେଳାଳି ସେମାନଙ୍କ ଗର୍ଲଫ୍ରେଣ୍ଡ ସହ ସର୍ୱସାଧାରଣରେ ନଜର ଆସିବା ଘଟଣା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ କ୍ଷୁବ୍ଧ କରିଛି।…

ଚୌକା-ଛକା ବର୍ଷା କଲେ ରୋହିତ ଶର୍ମା: ରଚିଲେ ଇତିହାସ

ନୂଆଦିଲ୍ଲୀ,୫।୫: ରୋହିତ ଶର୍ମା କ୍ରମାଗତ ପାଞ୍ଚଟି ମ୍ୟାଚ ପାଇଁ ବାହାରେ ଥିଲେ। ଦଳକୁ ଫେରିବା ପରେ ସେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷରେ ଇତିହାସ ରଚିଛନ୍ତି। ସେ…

ରାତ୍ରିକାଳୀନ କ୍ରିକେଟ ଟୁର୍ନାମେଣ୍ଟ: ବେଲଖଣ୍ଡି ଦଳ ଚାମ୍ପିୟନ

କର୍ଲାମୁଣ୍ଡା:୪/୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପଞ୍ଚାୟତ ଅନ୍ତର୍ଗତ ଗାନ୍ଧିନଗର ପଡାଠାରେ ଗାନ୍ଧିନଗର କ୍ରିକେଟ କମିଟି ପକ୍ଷରୁ ୨ ଦିନଧରି ରାତ୍ରି କାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri