Posted inଖେଳ

ମୁମ୍ବାଇ ସିଟି ଏଫ୍‌ସିକୁ ରୋକିଲା ଏଟିକେ

ମୁମ୍ବାଇ, ୫ା୧ (ପି.ଟି.)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ କ୍ରମାଗତ ୬ଟି ମ୍ୟାଚରେ ବିଜୟ ପରେ ମୁମ୍ବାଇ ସିଟି ଏଫ୍‌ସି ପରାଜୟ ବରଣ କରିଛି। ଶନିବାର ଏଟିକେ ୨-୦ ଗୋଲରେ ଏହି ଦଳିକୁ ପରାସ୍ତ କରିଛି। ମୁମ୍ବାଇ ସିଟି ତରଫରୁ ପ୍ରଥମାର୍ଦ୍ଧରେ ପ୍ରଣୟ ହାଲ୍‌ଦାର (୨୯ତମ ମିନିଟ୍‌) ମାଇକେଲ ସୁସାଇରାଜ (୪୩ତମ) ଗୋଲ ଦୁଇଟିକୁ ସ୍କୋର କରିଥିଲେ। ମୁମ୍ବାଇ ଫୁଟ୍‌ବଲ ଆରେନାଠାରେ ଶନିବାର ଏହି ବିଜୟ ଦ୍ୱାରା ଏଟିକେ ଦଳର ପଏଣ୍ଟ (୨୧) ଟେବୁଲର ଶୀର୍ଷରେ ଥିବା ଏଫ୍‌ସି ଗୋଆ ସହିତ ସାମନ ହୋଇଛି। ଅନ୍ୟପକ୍ଷରେ ମୁମ୍ବାଇ ସିଟି ୧୬ ପଏଣ୍ଟ ସହ ଚତୁର୍ଥ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri