ମୁମ୍ବାଇରୁ ସାଇକେଲରେ କଣ୍ଟାମାଳ ଆସିଲେ ୫ ଶ୍ରମିକ: ପାଖରେ ପଇସା ନ ଥିବାରୁ ବିକିଥିଲେ ୨ ସାଇକେଲ

ଗୁଡଭେଲା,୯ା୫(ଡି.ଏନ୍‌.ଏ.) : ବୌଦ୍ଧ ଜିଲା କଣ୍ଟାମାଳ ଥାନା ଅଞ୍ଚଳର ୫ ଯୁବ ଶ୍ରମିକ ସାଇକେଲରେ ବମ୍ବେରୁ ନିଜ ଗାଁକୁ ଫେରୁଥିବା ବେଳେ ତୁଷୁରା ସହର ଦେଇ ଯାଇଥିବା ଦେଖିବାକୁ ମିଳିଛି। ତୁଷୁରା ସହରରେ ଲକ୍‌ଡାଉନ୍‌ ଚାଲିଥିବାରୁ ସହର ସୀମାରେ ସିଲ୍‌ କରାଯାଇଥିବା ଅସ୍ଥାୟୀ ଗେଟ୍‌ରେ ପୋଲିସ ଅଟକାଇବାରୁ ଏହି ଘଟଣା ଜଣାପଡ଼ିଥିଲା। ଉକ୍ତ ଯୁବକମାନେ କଣ୍ଟାମାଳ ଥାନା ଅନ୍ତର୍ଗତ ଆମ୍ବଗାଁ ଗ୍ରାମର ପ୍ରଭାସ ରଣା, କୁଲେଶ୍ୱର ରଣା, ପଞ୍ଚାୟତ ରଣା, ଦୀପକ ରଣା, ସୂର୍ଯ୍ୟକାନ୍ତ ରଣା ବୋଲି ଜଣାପଡ଼ିଛି। ଏମାନେ ମେ ୨ରୁ ମୁମ୍ବାଇରୁ ୫ଟି ସାଇକେଲରେ ନିଜ ଗାଁକୁ ବାହରିଥିଲେ। ବାଟରେ ଆର୍ଥିକ ଅସୁବିଧା ହେବାରୁ ଦୁଇଟି ସାଇକେଲ ବିକ୍ରି କରି ଆଉ ତିନୋଟି ସାଇକେଲରେ ନିଜ ଗାଁ ଅଭିମୁଖେ ବାହାରିଥିବା ଉକ୍ତ ଯୁବକମାନେ ପ୍ରକାଶ କରିଛନ୍ତି। ଏପରିକି ତୁଷୁରା ଅସ୍ଥାୟୀ ଗେଟ୍‌ରେ ଥିବା ପୋଲିସ ଏଏସ୍‌ଆଇ ଯୁବରାଜ କୁମ୍ଭାର ଓ ନବୀନ ମିଶ୍ର ଉକ୍ତ ଯୁବକମାନଙ୍କୁ ମୁଢ଼ି, ମିକ୍ସଚର, ବିସ୍କୁଟ ଓ ପିଇବା ପାଣି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri