Posted inଜାତୀୟ

ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଲା, ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ, ୨୯।୧୨: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ମୁମ୍ବାଇର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ୮୦ ବର୍ଷୀୟ ମୁଲାୟମ ପେଟ ସମ୍ବନ୍ଧୀୟ ରୋଗରେ ପୀଡିତ ଅଛନ୍ତି। ଗତ ୩ ଦିନ ଦିନ ହେବ ସେ ପେଟରେ ଯନ୍ତ୍ରଣା ଅନୁଭବ କରୁଥିଲେ। ରବିବାର ଏହି ଯନ୍ତ୍ରଣା ଅତ୍ୟଧିକ ହେବାରୁ ତାଙ୍କ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସୂଚନାଯୋଗ୍ୟ, ଗତ ମାସରେ ମଧ୍ୟ ପେଟ ଯନ୍ତ୍ରଣା ଯୋଗୁ ମୁଲାୟମଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri