ମୁଶରଫ୍‌ଙ୍କ ମୃତ୍ୟୁଦଣ୍ଡାଦେଶ ରଦ୍ଦ

ଇସ୍‌ଲାମାବାଦ,୧୪ା୧-ପାକିସ୍ତାନର ପୂର୍ବତନ ସାମରିକ ଶାସକ ପର୍‌ଭେଜ ମୁଶରଫ୍‌ଙ୍କୁ ରାଜଦ୍ରୋହ ମାମଲରେ ସ୍ବତନ୍ତ୍ର ଟ୍ରିବ୍ୟୁନାଲ ମୃତ୍ୟୁଦଣ୍ଡାଦେଶ ଦେଇଥିବାବେଳେ ଏହାକୁ ଲାହୋର ହାଇକୋର୍ଟ ସୋମବାର ରଦ୍ଦ କରିଛନ୍ତି। ଫଳରେ ମୁଶରଫ୍‌ ଆଶ୍ୱସ୍ତ ହୋଇଛନ୍ତି। ରାୟରେ ସ୍ବତନ୍ତ୍ର ଟ୍ରିବ୍ୟୁନାଲ ଅସାମ୍ବିଧାନିକ ବୋଲି ହାଇକୋର୍ଟ କହିଛନ୍ତି। ମୁଶରଫ୍‌ଙ୍କ ବିରୋଧରେ ରାଜଦ୍ରୋହ ମାମଲା ଆଇନତଃ ଠିକ୍‌ ଭାବେ ପ୍ରସ୍ତୁତ କରାଯାଇନାହିଁ ବୋଲି ହାଇକୋର୍ଟଙ୍କ ୩ଜଣିଆ ଖଣ୍ଡପୀଠ ରାୟରେ ଦର୍ଶାଇଛନ୍ତି। ବିଚାରପତି ସୟେଦ ମଜାହର ଅଲି ଆକ୍‌ବର ନକ୍‌ଭି, ବିଚାରପତି ମହମ୍ମଦ ଆମୀର ଭାଟ୍ଟି ଓ ବିଚାରପତି ଚୌଧୁରୀ ମାସୁଦ୍‌ ଜହାଙ୍ଗୀର ସ୍ବତନ୍ତ୍ର ଟ୍ରିବ୍ୟୁନାଲର ରାୟକୁ ଖାରଜ କରିଦେଇଛନ୍ତି। ପ୍ରକାଶଥାଉ କି, ୨୦୧୯ ଡିସେମ୍ବର ୧୭ରେ ଇସ୍‌ଲାମାବାଦର ସ୍ବତନ୍ତ୍ର କୋର୍ଟ ରାଜଦ୍ରୋହ ମାମଲାରେ ମୁଶରଫ୍‌ଙ୍କୁ ମୃତ୍ୟୁଦଣ୍ଡାଦେଶ ଶୁଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri