Posted inଜାତୀୟ

ମୁସଲମାନ୍‌ ଯୁବକ ପାଲଟିଲେ କାଉଡ଼ିଆ: ଭାରତରେ ଗୀତା-କୋରାନ୍‌ ଏବଂ ସବୁ ସମ୍ପ୍ରଦାୟ ସମାନ ବୋଲି କହିଲେ

ଲକ୍ଷ୍ନୌ,୨୮।୭: ଶ୍ରାବଣ ମାସରେ ମହାଦେବଙ୍କୁ ଜଳ ଲାଗି ପାଇଁ କାଉଡ଼ିଆମାନେ ପବିତ୍ର ନଦୀଜଳ ବୋହି ନେଇଥାନ୍ତି। ଏହାକୁ ମୁଖ୍ୟତଃ ହିନ୍ଦୁମାନେ ହିଁ କରିଥାନ୍ତି। ତେବେ ଉତ୍ତରପ୍ରଦେଶର ଜଣେ ମୁସଲମାନ ଯୁବକ ବାବୁ ଖାଁ କାଉଡ଼ିଆ ସାଜିଛନ୍ତି। ବାବୁ ଖାଁଙ୍କ ଉଦ୍ୟମ ସାମ୍ପ୍ରଦାୟିକ ସଦ୍‌ଭାବର ଏକ ନିଆରା ଉଦାହରଣ ସାଜିଛି। ସେ କହିଛନ୍ତି ଭାରତରେ ଗୀତା-କୋରାନ୍‌ ଏବଂ ସବୁ ସମ୍ପ୍ରଦାୟ ସମାନ। ଭାରତର ସମ୍ବିଧାନ ସମସ୍ତ ନାଗରିକଙ୍କ ମଧ୍ୟରେ ଧର୍ମନିରପେକ୍ଷତା ଭାବନା ଜାଗ୍ରତ କରାଇଥାଏ। ବାଗପତ ଜିଲା ବାସିନ୍ଦା ବାବୁ ହରିଦ୍ୱାରରୁ ପାଣି ନେଇ ତାଙ୍କ ଗାଁ ଇଂଛୋଡ଼ରେ ଥିବା ଶିବ ମନ୍ଦିରରେ ଏହାକୁ ଲାଗି କରାଇବେ ବୋଲି କହିଛନ୍ତି। ବାବୁ ଦ୍ୱିତୀୟ ଥର ପାଇଁ ଏଭଳି କରୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନିର୍ବାଚନକୁ ଦୃଷ୍ଟିରେ ରଖି ଜାମିନ ବିଚାର କରାଯାଇପାରେ’, କେଜ୍ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୩।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନ ଉପରେ ଶୁଣାଣି ବେଳେ ସୁପ୍ରିମକୋର୍ଟ ଇଡିଙ୍କୁ କହିଛନ୍ତି ଯେ ନିର୍ବାଚନ କାରଣରୁ ଅରବିନ୍ଦ କେଜ୍ରିୱାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ...

ପୁଅ କରଣଙ୍କ ନାମାଙ୍କନ ସମୟରେ ନଜର ଆସିଲେ ନାହିଁ ବ୍ରିଜ ଭୁଷଣ

ନୂଆଦିଲ୍ଲୀ,୩।୫: ନିକଟରେ ଭାଜପା କରଣ ଭୂଷଣ ସିଂଙ୍କୁ କେସିଆରଗଞ୍ଜ ଆସନରୁ ପ୍ରାର୍ଥୀ କରିଥିଲା। ଏବେ କରଣ ଭୂଷଣ ସିଂ ଶୁକ୍ରବାର ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ରାହୁଲ ଗାନ୍ଧୀଙ୍କୁ ଆମେ ହରାଇ ପାରିବୁ ନାହିଁ ସେ ନିଶ୍ଚିତ ଜିତିବେ, କାହିଁକି ଏମିତି କହିଲେ ହିମନ୍ତ ବିଶ୍ୱ ଶର୍ମା

ନୂଆଦିଲ୍ଲୀ,୩।୫: ବର୍ତ୍ତମାନ ପାକିସ୍ତାନ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରବେଶ କରିଛି। ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା...

ଦେବଗୌଡାଙ୍କ ପୁଅଙ୍କ ଉପରେ ଆସିଲା ଆଉ ଏକ ସଙ୍ଗୀନ ଅଭିଯୋଗ

ନୂଆଦିଲ୍ଲୀ,୩।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜେଡିଏସ ନେତା ଏଚଡି ଦେବଗୌଡାଙ୍କ ନାତି ଉଜ୍ଜ୍ୱଳ ରେଭାନ୍ନାଙ୍କ ବରୋଧରେ ବଳାତ୍କାର ଅଭିଯୋଗ ପରେ...

ନାମାଙ୍କନପତ୍ର ଦାଖଲ କଲେ ରାହୁଲ

ଲକ୍ଷ୍ନୌ,୩ା୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ରାଏବରେଲି ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭବିଷ୍ୟବାଣୀ: ଏତିକି କେତେ ଆସନରେ ଜିତିବ କଂଗ୍ରେସ

କୋଲକାତା,୩।୫: ପଶ୍ଚିମବଙ୍ଗର ବଦ୍ଧମାନ-ଦୁର୍ଗାପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଯଦି ମୋଦି...

କହୁଥିଲେ ଡର ନାହିଁ କି ପଳାୟନ କର ନାହିଁ, ଏବେ ଡରିଯାଇ ଓ୍ବାୟନାଡରୁ ରାଏବରେଲି ଯାଉଛନ୍ତି

ନୂଆଦିଲ୍ଲୀ,୩।୫: ହିମାଚଳ ପ୍ରଦେଶର ଧର୍ମଶାଳାରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରାଏବରେଲି ଲୋକ ସଭା ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରାର୍ଥୀତ୍ୱକୁ ନେଇ ଟାର୍ଗେଟ...

ହେମନ୍ତ ସୋରେନଙ୍କୁ ହାଇକୋର୍ଟରୁ ଲାଗିଲା ବଡ ଝଟ୍‌କା

ରାଞ୍ଚି,୩।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟରୁ ଏକ ବଡ଼ ଝଟ୍‌କା ଲାଗିଛି। ହେମନ୍ତ ସୋରେନଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏହି ଆବେଦନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri