‘ମୁସ୍‌ଲିମ୍‌ ପରିବା ବ୍ୟବସାୟୀଙ୍କୁ ସାବଧାନ’: ବିଧାୟକଙ୍କ ମନ୍ତବ୍ୟକୁ ଭାଜପା ଅଧ୍ୟକ୍ଷଙ୍କ ସମାଲୋଚନା

ନୂଆଦିଲ୍ଲୀ,୨୯ା୪: ଉତ୍ତରପ୍ରଦେଶର ଦେଓରିଆ ବିଧାୟକ ସୁରେଶ ତିଓ୍ବାରୀ(୭୪) ‘ମୁସଲମାନ୍‌ ପରିବା ବ୍ୟବସାୟୀଙ୍କଠାରୁ ପରିବା କିଣନାହିଁ ଓ ସେମାନଙ୍କଠାରୁ ଦୂରେଇ ରୁହ’ ବୋଲି ସର୍ବସାଧାରଣରେ କହିବା ପରେ ଏହାକୁ ଭାଜପା ଅଧ୍ୟକ୍ଷ ଜେ.ପି.ନଡ୍ଡା ସମାଲୋଚନା କରିଛନ୍ତି। ଲକ୍‌ଡାଉନ୍‌ ପରେ ଲୋକମାନେ ବିଭିନ୍ନ ପରିବା ବ୍ୟବସାୟୀଙ୍କୁ ଟାର୍ଗେଟ କରୁଥିବା ବେଳେ ତିଓ୍ବାରୀଙ୍କ ଏହି ମେସେଜ୍‌ ସୋସିଆଲ୍‌ ମିଡିଆରେ ଏବେ ଘୂରିବୁଲୁଛି। ଏଭଳି ମନ୍ତବ୍ୟକୁ ନେଇ ତିଓ୍ବାରୀ କିଛି ଭୁଲ୍‌ କହି ନ ଥିବା ପ୍ରକାଶ କରିଛନ୍ତି। ମୁସଲମାନ ବ୍ୟବସାୟୀମାନେ ପରିବାରେ ଲାଳ ଲଗାଇବା ନୂଆ ରୋଗୀ ସୃଷ୍ଟିକରୁଛି ବୋଲି ସେ ମତ ରଖିଛନ୍ତି। ତେବେ ଏଭଳି ବିବାଦୀୟ ମନ୍ତବ୍ୟକୁ ବରଦାସ୍ତ କରାଯିବନି ବୋଲି ନଡ୍ଡା କହିଛନ୍ତି। ଏନେଇ ପ୍ରଦେଶ ଭାଜପାକୁ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ମନ୍ତବ୍ୟରୁ ଦୂରେଇ ରହିବା ଲାଗି ସେ ଦଳୀୟ କର୍ମକର୍ତ୍ତାଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri