ନୀଳଗିରି, ୯।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳର ଜଣେ ମୂକ ଯୁବତୀ ବଳାକତ୍ାର ଶୀକାର ହୋଇଥିବା ଗୁରୁବାର ପୀଡ଼ିତାଙ୍କ ମା’ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ମାମଲା (ନଂ. ୧୭୯/୧୯) ରୁଜୁ କରି ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ନଳିତା ମୋଦି କହିଛନ୍ତି ା
ଅଭିଯୁକ୍ତ ଫେରାର ହୋଇଯାଇଥିବାରୁ ପୋଲିସ ଗିରଫ କରିବାରେ ବିଫଳ ହୋଇଛି। ଫେରାର ଅଭିଯୁକ୍ତ ଜଣଙ୍କ ବାବନ୍ଧ ଗାଁର କୃଷ୍ଣ ବେହେରା (୩୦)। ଗତ ମଙ୍ଗଳବାର ଅପରାହ୍ନରେ ବଡ଼ଭଉଣୀ ଓ ମା’ ବାହାରକୁ କାମ କରିବାକୁ ଯାଇଥିବା ବେଳେ ଘରେ ମୂକ ଝିଅଟି ଏକୁଟିଆ ରହିଥିଲା। ଏହାର ସୁଯୋଗ ନେଇ ଅଭିଯୁକ୍ତ ଘରେ ପଶି ଜୋର ଜବରଦସ୍ତ ତାଙ୍କୁ ବଳାତ୍କାର କରିଥିଲେ। ଏକଥା କାହାରି ଅଗରେ ପ୍ରକାଶ କଲେ ଜୀବନରୁ ମାରିଦେବାକୁ ସେ ଧମକ ଦେଇଥିଲେ। ସନ୍ଧ୍ୟାରେ ମା’ ଓ ବଡ଼ଭଉଣୀ ଘରେ ପହଞ୍ଚତ୍ବା ପରେ ପୀଡିତା ଠାର ମାଧ୍ୟମରେ ଅଭିଯୁକ୍ତ ବଳାତ୍କାର କରିଥିବା ଜଣାଇଥିଲେ। ପରଦିନ ଗ୍ରାମରେ ସମାଧାନ ପାଇଁ ବୈଠକ ବସିଥିଲା। ହେଲେ ବୈଠକକୁ ଅଭିଯୁକ୍ତ ଆସି ନ ଥିଲେ।
Posted inଅପରାଧ, ଆମ ଜିଲା ଖବର, ବାଲେଶ୍ୱର View All
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

