ମୂଷା ଆଙ୍କିଲା ଚିତ୍ର: ୯୨ ହଜାରରେ ହେଲା ବିକ୍ରି

ମାଞ୍ଚେଷ୍ଟର,୨୩।୫: ମଣିଷ ଚିତ୍ର ଆଙ୍କିଥାଏ। ଏହାଦ୍ୱାରା ସୃଜନଶୀଳତା ପ୍ରକାଶିତ ହୋଇଥାଏ। ତେବେ ମୂଷା ଚିତ୍ର ଆଙ୍କିବା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଇଂଲଣ୍ଡର ମାଞ୍ଚେଷ୍ଟରରେ ଗସ୍‌ ନାମକ ଏକ ମୂଷା ଚିତ୍ର ଆଙ୍କି ସଭିଙ୍କୁ ଆଶ୍ଚର୍ଯ୍ୟାନିତ୍ୱ କରିଛି। ଗସ୍‌ ଆଙ୍କିଥିବା ଚିତ୍ର ୯୨ ହଜାର ଟଙ୍କା(୧,୦୦୦ ପାଉଣ୍ଡ୍‌)ରେ ବିକ୍ରି ହୋଇଛି। ଗସ୍‌ ପାଦକୁ ରଙ୍ଗରେ ବୁଡ଼ାଇ କାନଭାସ୍‌ରେ ଉପରେ ଛିଡା ହୋଇ ଏହି ଚିତ୍ର କରିଛି। ବାରମ୍ବାର ଏଭଳି କରିବା ଦ୍ୱାରା କାନଭାସ୍‌ରେ ସୁନ୍ଦର ଚିତ୍ର ସୃଷ୍ଟି ହୋଇଥିତ୍ବା ଗସ୍‌ର ମାଲିକ ୧୯ ବର୍ଷ ବୟସ୍କା ଜେସ୍‌ ଇଣ୍ଡସେଥ୍‌ କହିଛନ୍ତି। ଗସ୍‌ ଚିତ୍ର ଆଙ୍କୁଥିବାର ଏକ ମିନିଟ୍‌ ୩ ସେକେଣ୍ଡର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯାଇଛି। ଏବେ ତାଙ୍କ ମୂଷା ସାରା ପୃଥିବୀରେ ଛୋଟ ଚିତ୍ରକର ଭାବେ ଖ୍ୟାତି ହାସଲ କରିପାରିଥିବା ଜେସ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri