ମୃତ୍ୟୁ ପୂର୍ବରୁ ଭବିଷ୍ୟବାଣୀ

୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ‘ସୂର୍ଯ୍ୟବଂଶମ’ ଫିଲ୍ମରେ ଅମିତାଭ ବଚ୍ଚନଙ୍କ ନାୟିକା ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ସୌନ୍ଦର୍ଯ୍ୟାଙ୍କୁ ଦର୍ଶକ ଖୁବ ପସନ୍ଦ କରିଥିଲେ। ସୌନ୍ଦର୍ଯ୍ୟା ଏହି ଚଳଚ୍ଚିତ୍ର ସହିତ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ପରେ ସେ ଅନ୍ୟ କୌଣସି ବଲିଉଡ ଫିଲ୍ମରେ ଅଭିନୟ କରି ନ ଥିଲେ। ୩୨ ବର୍ଷ ବୟସ ତାଙ୍କର ମୃତ୍ୟୁ ଘଟିଥିଲା।

କୁହାଯାଏ ଯେ, ସୌନ୍ଦର୍ଯ୍ୟାଙ୍କ ପିଲାଦିନରେ ଜଣେ ଜ୍ୟୋତିଷ ତାଙ୍କ ଆକସ୍ମିକ ମୃତ୍ୟୁ ବିଷୟରେ ଭବିଷ୍ୟବାଣୀ କରିଥିଲେ। ପ୍ରତ୍ୟେକ ପିତାମାତାଙ୍କ ପରି ସେମାନଙ୍କ ମା’ବାପା ମଧ୍ୟ ପୂଜା କରିଥିଲେ। ଏ ନେଇ ତାଙ୍କୁ ଡ୍ରାଇଭିଂ ଶିଖିବାକୁ ମଧ୍ୟ ଅନୁମତି ଦିଆଯାଇ ନ ଥିଲା। ସବୁବେଳେ ତାଙ୍କ ସହିତ ଜଣେ ସୁରକ୍ଷାକର୍ମୀ ରହୁଥିଲେ। ଆହୁରି ମଧ୍ୟ ଯେତେବେଳେ ସୌନ୍ଦର୍ଯ୍ୟା ଅମିତାଭ ବଚ୍ଚନଙ୍କ ସହ ‘ସୂର୍ଯ୍ୟବଂଶମ’ ଫିଲ୍ମରେ କାମ କରିବାକୁ ଏକ ଅଫର୍‌ ପାଇଲେ, ଜ୍ୟୋତିଷ ତାଙ୍କୁ ଏହା ମଧ୍ୟ କହିଥିଲେ ଯେ, ଏହା ତୁମ ଜୀବନର ଶେଷ ଫିଲ୍ମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?