ମୃତକଙ୍କ ମଧ୍ୟରେ ୩ ଭାରତୀୟ

ନୂଆଦିଲ୍ଲୀ,୨୨ା୪: ଶ୍ରୀଲଙ୍କାରେ ରବିବାର ହୋଇଥିବା ସିରିଜ ବିସ୍ଫୋରଣରେ ୨୧୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ ୩ ଜଣ ଭାରତୀୟ ଅଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ଟୁଇଟ୍‌ କରି ଏହା ଜଣାଇଛନ୍ତି। ଶ୍ରୀଲଙ୍କାର ଜାତୀୟ ହସ୍ପିଟାଲ ସୂତ୍ରରୁ ଏହି ସୂଚନା ଦିଆଯାଇଥିବା ସେଠାରେ ଥିବା ଭାରତୀୟ ଉଚ୍ଚାୟୁକ୍ତ ସୁଷମାଙ୍କୁ ଅବଗତ କରାଇଥିଲେ। ମୃତକମାନେ ହେଲେ ଲୋକାଶିନୀ, ନାରାୟଣ ଚନ୍ଦ୍ରଶେଖର ଏବଂ ରମେଶ। ସେମାନଙ୍କ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ କରାଯାଉଥିବା ସୁଷମା ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri