ମୃତଦେହ ସଂସ୍କାର ଗୃହରେ ଜନ୍ମଦିନ ପାଳନ କଲେ ଯୁବକ: କେକ୍‌ କାଟି ଖୁଆଇଲେ

ନାସିକ୍‌,୧୯।୧୧: ମହାରାଷ୍ଟ୍ର ନାସିକ୍‌ରେ ଜଣେ ଯୁବକ ମୃତଦେହ ସଂସ୍କାର ଗୃହରେ ସାଙ୍ଗମାନଙ୍କ ସହିତ ଜନ୍ମଦିନ ପାଳନ କରିଛନ୍ତି। ରାତି ୧୨ଟା ପରେ ସ୍ଥାନୀୟ ନିପାଦ୍‌ ଅଞ୍ଚଳର ଚାନ୍ଦୋରି ଗାଁରେ ଥିବା ମୃତଦେହ ସଂସ୍କାର ପାଇଁ ଉଦ୍ଧିଷ୍ଟ ବୈଦ୍ୟୁତିକ ଚୁଲା ଗୃହ ନିକଟରେ ସୋମନାଥ କୋଟମେ ସାଙ୍ଗମାନଙ୍କ ସହିତ ନିଜର ୨୫ତମ ଜନ୍ମଦିନ ପାଳନ କରିଛନ୍ତି। ଏଥିଲାଗି ତାଙ୍କ ସାଙ୍ଗମାନଙ୍କୁ ସେ କେକ୍‌ କାଟି ଖୁଆଇଛନ୍ତି। ରାତି ୧୨ଟାରେ ଯୁବକମାନଙ୍କ ପାଟିତୁଣ୍ଡ ଶୁଣି ଲୋକେ ଘରୁ ବାହାରକୁ ଆସି ମୃତଦେହ ସଂସ୍କାର ଗୃହ ନିକଟରେ ଜନ୍ମଦିନ ପାଳନ କରାଯାଉଥିବା ଦେଖିଥିଲେ। ଏଭଳି ନିଆରା ଢ଼ଙ୍ଗରେ ଜନ୍ମଦିନ ପାଳନ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜାରି ରହିଛି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ

ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…

ରାଜଧାନୀର ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ୧୦୦ରୁ ଅଧିକ ଲୋକ…

ନୂଆଦିଲ୍ଲୀ,୧୫।୭: ନୋଏଡାର ସେକ୍ଟର ୬୬ରେ ଏକ କୋଠାର ବେସମେଣ୍ଟରେ ପାର୍କିଂ ହୋଇଥିବା ଏକ ଇଲେକ୍ଟ୍ରିକ୍ ବାଇକ୍ ଜଳିବା ପରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ବର୍ତ୍ତମାନ…

ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ…

କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍‌ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ…

ଗୁରୁଣ୍ଡିଆରେ ବାଘ ଆତଙ୍କ: ପାଦ ଚିହ୍ନ ଦେଖିବା ପରେ ଲୋକଙ୍କ ମନରେ କୋକୁଆ ଭୟ

ସୁନ୍ଦରଗଡ,୧୫।୭ (ଦିଲ୍ଲୀପ କୁମାର ଭାରତୀ): ସୁନ୍ଦରଗଡ ଜିଲା ବଣେଇ ବନଖଣ୍ଡ ଅନ୍ତର୍ଗତ ତାମଡା ରେଞ୍ଜ ଅଧୀନସ୍ଥ ଗୁରୁଣ୍ଡିଆ ଠାରେ ବାଘ ଆତଙ୍କ । ଘଟଣାରୁ ପ୍ରକାଶ ଯେ,ଗୁରୁଣ୍ଡିଆ…

୩ ରଥକୁ ଆଜ୍ଞାମାଳ ବିଜେ

ପୁରୀ,୧୫ା୭: ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ବୁଧବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ପାଳିଆ…

ଜିମ୍‌ରେ ଜେଜେବାପା: ବଡି ଓ ଫିଟ୍‌ନେସ୍ ଦେଖି ତାଟକା ହେଲେ ସୋସିଆଲ ମିଡିଆ ୟୁଜର୍ସ, VIDEO ଦେଖିଲେ ଆପଣ ବି…

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ କିଛି ଭିଡିଓ ବେଶ ମଜାଦାର ହୋଇଥିବା ବେଳେ କିଛି ଭିଡିଓ ଦେଖିଲେ ଆଖି ଖୋସି…

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ଆର୍‌ଆଇ, ଆଉ ତା’ପରେ…

ଗୁଣପୁର,୧୫।୭(ସୁଜାତା ପାଢ଼ୀ/ ସଂକେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ…

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri