Posted inଜାତୀୟ

ମୃତ୍ୟୁ ଦଣ୍ଡାଦେଶକୁ ନେଇ ବିତର୍କ ଜାରି

ନୂଆଦିଲ୍ଲୀ,୮ା୧(ପି.ଟି.): ନିର୍ଭୟା ମାମଲାରେ ଦିଲ୍ଲୀର ଏକ କୋର୍ଟ ୪ ଦୋଷୀଙ୍କ ବିରୋଧରେ ମୃତ୍ୟୁ ଓ୍ବାରେଣ୍ଟ ଜାରି କରିବା ପରେ ଫାଶୀ ଦଣ୍ଡାଦେଶ ଅପରାଧ ହ୍ରାସରେ ସହାୟକ ହେବ ନା ନାହିଁ ତାକୁ ନେଇ ବିତର୍କ ଆରମ୍ଭ ହୋଇଛି। କେତେକେ ଏହାକୁ ସ୍ବାଗତ କରିଥିବାବେଳେ ଆଉ କେତେଜଣ ବିଶେଷଜ୍ଞ ଭିନ୍ନମତ ପ୍ରକାଶ କରିଛନ୍ତି।
ବରିଷ୍ଠ ଆଇନଜୀବୀ ରେବେକା ଏମ୍‌. ଜନ୍‌ ଏବଂ ଅବନୀ ବଂଶଲଙ୍କ ମତରେ ମୃତ୍ୟୁ ଦଣ୍ଡାଦେଶ ସମାଧାନ ନୁହେଁ। କାରଣ ପୂର୍ବରୁ ଏଭଳି ଦଣ୍ଡାଦେଶକୁ ନେଇ ଅପରାଧ କମିନାହିଁ। ଅନ୍ୟପକ୍ଷରେ ଆଇନଜୀବୀ ବିକାଶ ସିଂ କହିଛନ୍ତି, ମୃତ୍ୟୁ ଦଣ୍ଡାଦେଶ ରହିବା ଉଚିତ। କାରଣ ଘୃଣ୍ୟ ଅପରାଧ ଘଟାଇଥିଲେ ସେମାନଙ୍କୁ ସମାନ ଭାବେ ବ୍ୟବହାର କରାଯିବ ବୋଲି ଲୋକଙ୍କ ପାଖକୁ ଏହା ଏକ ସନ୍ଦେଶ ପ୍ରେରଣ କରୁଛି। ରେବେକା ଏମ୍‌. ଜନ୍‌ କହିଛନ୍ତି, କର୍ମସ୍ଥଳ, ରାସ୍ତାଘାଟ ଓ ସମାଜକୁ ମହିଳାଙ୍କ ପାଇଁ ସୁରକ୍ଷିତ ରଖିଲେ ବଳାତ୍କାର କମିବ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?