Posted inଜାତୀୟ

ମେ ୩୦, ସନ୍ଧ୍ୟା ୭ଟାରେ ଶପଥ ନେବେ ମୋଦି

ନୂଆଦିଲ୍ଲୀ, ୨୬।୫: ଦ୍ୱିତୀୟ ଥର ଲାଗି ଜନମତକୁ ନିଜ ସପକ୍ଷରେ ନେବାକୁ ସଫଳ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୩୦ରେ ଶପଥ ନେବେ। ଏନେଇ ଟୁଇଟରରେ ସୂଚନା ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଗୁରୁବାର ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତିଭବନରେ ପ୍ରଧାନମନ୍ତ୍ରୀ ଏବଂ ମନ୍ତ୍ରୀ ମଣ୍ଡଳର ସଦସ୍ୟମାନେ ପଦ ଏବଂ ଗୋପନୀୟତାର ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଲଗାତର ଦ୍ୱିତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଥିବା ନରେନ୍ଦ୍ର ମୋଦି ଶନିବାର ଏନଡିଏ ସଂସଦୀୟ ଦଳ ନେତା ନିର୍ବାଚିତ ହେବା ପରେ ରାଷ୍ଟ୍ରପତିଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ସୂଚନାଯୋଗ୍ୟ, ୨୦୧୪ଠାରୁ ଏଥର ଅଧିକ ସିଟ ହାସଲ କରି ଭାଜପା ପୁଣିଥରେ ଦେଶରେ ସରକାର ଗଠନ କରିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri