ମେ ୩୦’ରେ ପର୍ତ୍ତୁଗୀଜ ଲିଗ୍‌ ପୁଣି ଆରମ୍ଭ ହେବ

ଲିସ୍‌ବନ,୧।୫(ଏପି): କୋଭିଡ-୧୯ ସଂକ୍ରମଣ କାରଣରୁ ପର୍ତ୍ତୁଗୀଜ ଫୁଟବଲ ଲିଗ୍‌ ସ୍ଥଗିତ ରହିଥିଲା। ତେବେ ଏହା ପୁଣି ଆରମ୍ଭ ହେବ। ଏହି ଲିଗ୍‌ ମେ ୩୦ ତାରିଖରୁ ପୁଣି ଆରମ୍ଭ ହେବ ବୋଲି ପର୍ତ୍ତୁଗାଲ ସରକାର ସୂଚନା ଦେଇଛନ୍ତି। ପର୍ତ୍ତୁଗାଲ ପ୍ରଧାନମନ୍ତ୍ରୀ ଆଣ୍ଟୋନିଓ କୋଷ୍ଟା ଗୁରୁବାର ଦେଶରେ ଚାଲିଥିବା ଲକ୍‌ଡାଉନକୁ ଉଠାଇ ନେବାକୁ ଯୋଜନା କରୁଛନ୍ତି ବୋଲି ଘୋଷଣା କରଥିଲେ। ସ୍ବାସ୍ଥ୍ୟ କର୍ତ୍ତୃପକ୍ଷ ପରାମର୍ଶ ଉପରେ ସବୁକିଛି ନିର୍ଭର କରେ ବୋଲି କୋଷ୍ଟା ସ୍ପଷ୍ଟ କରିଛନ୍ତି। ଷ୍ଟାଡିୟମଗୁଡିକରେ ସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରାଯିବା ଉପରେ ଗୁରୁତ୍ୱ ଦିଆଯାଇଛି। ଲିଗ୍‌ ମ୍ୟାଚ୍‌ଗୁଡିକ ବିନା ଦର୍ଶକଙ୍କ ଉପସ୍ଥିତିରେ ଖେଳାଯିବ। ଲିଗ୍‌ ପଏଣ୍ଟ ତାଲିକାରେ ପୋର୍ଟୋ ଶୀର୍ଷରେ ରହିଛି। ତେବେ ଗୋଟିଏ ପଏଣ୍ଟ କମ୍‌ ପାଇ ବେନିଫିକା ଦ୍ୱିତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri