ମେକଅପ୍‌ ରୁମ୍‌ରେ ନୁସରତଙ୍କ ଟିକ୍‌ଟକ୍‌ ଭିଡିଓ ଭାଇରାଲ

କୋଲକାତା: ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜହାଁ ସୋସିଆଲ ମିଡିଆରେ ସୁବବେଳେ ବହୁ ଆକ୍ଟିଭ ରୁହନ୍ତି। ଫେସ୍‌ବୁକ୍‌, ଟ୍ବିଟର, ଇନ୍‌ଷ୍ଟାଗ୍ରାମ ଓ ଟିକ୍‌ଟକ୍‌ ଭଳି ସୋସିଆଲ ମିଡିଆ ଜରିଆରେ ସେ ଲୋକଙ୍କ ସହ ଯୋଡି ହୋଇଥାନ୍ତି। ଅଭିନେତ୍ରୀରୁ ଏମ୍‌ପି ହେବା ପରେ ଏବେ କୋଲକାତାର ବିଶିଷ୍ଟ ଶିଳ୍ପପତି ନିଖିଲ ଜୈନଙ୍କୁ ବିବାହ କରିବାରୁ ସେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। କିଛି ଦିନ ତଳେ ନୁସରତ ହନିମୁନ ଫଟୋ ଶେୟାର କରିଥିବା ବେଳେ ଲୋକେ ବେଶ୍‌ ପସନ୍ଦ କରିଥିଲେ। ବର୍ତ୍ତମାନ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ସେ ସଲମାନ ଖାନଙ୍କ ଫିଲ୍ମ ‘ଦବଙ୍ଗ’ର ଏକ ଗୀତକୁ କପି କରୁଥିବା ଦେଖିବାକୁ ମିଳିଛି। ନୁସରତ ମେକଅପ୍‌ ରୁମ୍‌ରେ ବସିଥିବା ବେଳେ ମେକଅପ୍‌ ଆର୍ଟିଷ୍ଟ ତାଙ୍କର ମେକଅପ୍‌ କରୁଛନ୍ତି। ସେହି ସମୟରେ ନୁସରତ ଦବଙ୍ଗ ଫିଲ୍ମର ଦଗାବାଜ…ଗୀତର ଟିକ୍‌ଟକ୍‌ରେ ଭିଡିଓଟି କରିଥିଲେ। ଏଥିରେ ସେ ବେଶ୍‌ ସୁନ୍ଦର ନଜର ଆସୁଥିବା ବେଳେ ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?