ମେକ୍ସିକୋର ସୌଖୀନ ଜୀବ

ଈଶ୍ୱରଙ୍କ ସୃଷ୍ଟି ଅତି ବିଚିତ୍ର। ସାରା ବିଶ୍ୱରେ କେତେ ଯେ ପ୍ରାଣୀ ଅଛନ୍ତି ତା’ର କୌଣସି କଳନା ନାହିଁ। ପ୍ରତ୍ୟେକ ପୁଣି ଭିନ୍ନ ଭିନ୍ନ। ସେହିଭଳି ଏକ ସୌଖୀନ ପ୍ରାଣୀ ରହିଥାଏ ମେକ୍ସିକୋରେ । ଯାହାର ପ୍ରାଣୀବୈଜ୍ଞାନିକ ନାମ ହେଉଛି ‘ଆକ୍‌ଜୋଲୋଟ୍‌ଲ’। ମେକ୍ସିକୋରେ ସୃଷ୍ଟି ହେଉଥିବାରୁ ଏଗୁଡ଼ିକୁ ‘ମେକ୍ସିକାନ୍‌ ଆକ୍‌ଜୋଲୋଟ୍‌ଲ’ ବୋଲି କୁହାଯାଇଥାଏ। ଏହା ଏପରି ଏକ ପ୍ରାଣୀ ଯାହା ତା’ର ସମଗ୍ର ଜୀବନ ଗୋଟିଏ ଲାର୍ଭା ଭଳି ଅତିବାହିତ କରିଥାଏ। ମେକ୍ସିକୋର ଏକ ହ୍ରଦ ହେଉଛି ଜୋଚିମିଲ୍‌କୋ। ସେହି ହ୍ରଦରେ ଏହି ସୁନ୍ଦର ଜୀବଟିକୁ ଦେଖିବାକୁ ମିଳିଥାଏ। ଏହା ମୁଖ୍ୟତଃ ଏକ ଜଳଚର ପ୍ରାଣୀ। ଏହାର ଅଙ୍ଗ ପ୍ରତ୍ୟଙ୍ଗ ଗଛ ଭଳି। ଗଛରୁ ଶାଖା ପ୍ରଶାଖା ବାହାରିବା ଭଳି ଏମାନଙ୍କ ଶରୀରରୁ ଶାଖା ପ୍ରଶାଖା ବାହାରିଥାଏ । ଖାସ୍‌, ଏଇଥି ପାଇଁ ଏହି ଜୀବଟକୁ ଦେଖିବାକୁ ଭିଡ଼ ଲାଗିଥାଏ। ସେତିକିନୁହେଁ, ଏହା ଦେଖିବାକୁ ମଧ୍ୟ ଭାରି ସୁନ୍ଦର। ସେଥିଲାଗି ଏହାକୁ ଘରେ ଆକ୍ୱାରିଅମ୍‌ରେ ରଖିବା ପାଇଁ ଲୋକମାନେ ଆଗ୍ରହ ପ୍ରକାଶ କରିଥାନ୍ତି। ତେଣୁ ଏଗୁଡ଼ିକ ବଜାରରେ ବିକ୍ରି ହେଉଥିବା ମଧ୍ୟ ଦେଖିବାକୁ ମିଳେ। ମେକ୍ସିକୋରେ ଏଥିରୁ ଏକ ରୋଷ୍ଟ ପ୍ରସ୍ତୁତ ହୁଏ ଯାହା ଭାରି ସୁଆଦ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପେଟ୍ରୋଲ ମହଙ୍ଗା, ମାତ୍ର ବିମାନରେ ବ୍ୟବହୃତ ଇନ୍ଧନ ଶସ୍ତା,ଜାଣନ୍ତୁ କାହିଁକି…

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ସାଧାରଣ ଲୋକଙ୍କୁ ଅସୁବିଧାରେ ପକାଇଥାଏ। କିନ୍ତୁ ଏହି ସମୟରେ ସୋସିଆଲ ମିଡିଆରେ ଏକ...

ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍‌ ନା ୨୪ କ୍ୟାରେଟ୍‌, ଜାଣି ରଖନ୍ତୁ…

ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ...

ପୁଣି ମହାକାଶ ଯିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ: ପ୍ରଥମ ମହିଳା ଭାବେ ରଚିବେ ଇତିହାସ

ଓ୍ବାଶିଂଟନ୍‌,୬।୫: ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ ପୁଣି ଥରେ ମହାକାଶକୁ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ଏଥର ବଚ ୱିଲମୋର ମଧ୍ୟ ତାଙ୍କ ସହ ରହିବେ। ଦୁଇ...

ବାଇଡେନଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ଟ୍ରମ୍ପ

ଓ୍ବାଶିଂଟନ,୬ା୫: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ପ୍ରାର୍ଥୀଙ୍କ ମଧ୍ୟରେ କଥାବାର୍ତ୍ତା ତୀବ୍ର ହୋଇଛି। ଏହି କ୍ରମରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି ସାମ୍ନାକୁ...

ପୁଣି ଇସ୍ରାଏଲ ଉପରେ ମିଶାଇଲ୍‌ ମାଡ କଲା ହମାସ

ଜେରୁଜେଲମ,୬।୫: ଗତ ସାତ ମାସ ଧରି ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଚାଲିଛି। ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ ଗାଜା ଅଞ୍ଚଳର ଲୋକଙ୍କ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଇନଷ୍ଟାଗ୍ରାମ ରିଲ କରିବାକୁ ଆପଣଙ୍କ ଫୋନରେ କେତେ ମେଗାପିକ୍ସେଲ କ୍ୟାମେରା ହେବା ଜରୁରୀ ଜାଣନ୍ତୁ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ତିଆରି କରି ସମସ୍ତେ ଫେମଶ ହେବାକୁ ଚାହାଁନ୍ତି। ଏଥିପାଇଁ ଅନେକ ଲୋକ ବହୁତ କଠିନ ପରିଶ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri