Posted inଜାତୀୟ

ମେଡିକାଲ ଶିକ୍ଷାର୍ଥୀଙ୍କ ଫିଟନେସ୍‌ ପାଇଁ ପିଡୋମିଟର ସଫ୍ଟଓ୍ବେରରେ ହେବ ମନିଟରିଂ

ଜୟପୁର,୬।୬: ମେଡିକାଲ ଶିକ୍ଷାର୍ଥୀଙ୍କ ଫିଟନେସ୍‌ ପାଇଁ ରାଜସ୍ଥାନର କେତେକ ମେଡିକାଲ କଲେଜ୍‌ରେ ଶିକ୍ଷାର୍ଥୀଙ୍କ ମନିଟରିଂ ପିଡୋମିଟର ସଫ୍ଟଓ୍ବେର ଦ୍ୱାରା ସମ୍ପନ୍ନ ହେବ। ଏଥିରେ ଅଜମେର, ଯୋଧପୁର, ଉଦୟପୁର, ବିକାନେର. କୋଟା, ଝାଳାଓ୍ବାଡ୍‌ ଆଦି ଠାରେ ଥିବା ମେଡିକାଲ କଲେଜର ଶିକ୍ଷାର୍ଥୀ ସାମିଲ୍‌ ହେବେ। ସରକାରୀ କଲେଜର ପ୍ରାୟ ୨ ହଜାର ଶିକ୍ଷାର୍ଥୀଙ୍କୁ ଏହି ଯୋଜନାରେ ସାମଲ୍‌ କରାଯିବ ବୋଲି କୁହାଯାଉଛି। ଏମବିବିଏସ୍‌ରେ ଯାଗଦେଉଥିବା ଶିକ୍ଷାର୍ଥୀଙ୍କୁ ଏହି ସଫ୍ଟଓ୍ବେର ଡାଉନଲୋଡ୍‌ କରିବାକୁ ହେବ। ଶିକ୍ଷାର୍ଥୀମାନେ କେତେଦୂର ଫିଟ୍‌ ତାହା ଏହାଦ୍ୱାରା ସହଜରେ ଜଣାପଡ଼ିବ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଦେଶର ପ୍ରଥମ ରାଜ୍ୟ ଭାବେ ରାଜସ୍ଥାନରେ ଏଭଳି ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ରାଜନାଥଙ୍କ ଖୋଲ ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ଭୟଙ୍କର ଦୁର୍ଘଟଣା: ଲ୍ୟାଣ୍ଡିଂ ସମୟରେ ଭାରତୀୟ ବାୟୁସେନାର AN-32 ବିମାନ କ୍ରାସ

ଗୁଆହାଟି,୧୩।୬: ଶନିବାର ଆସାମର ଜୋରହାଟରେ ଥିବା ଭାରତୀୟ ବାୟୁସେନା (IAF) ବାୟୁସେନାର ବାୟୁସେନା ଘାଟିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ AN-32 ପରିବହନ ବିମାନ…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri