ମେଦବହୁଳତା ଏପରି ଏକ ସମସ୍ୟା ଯାହା ପାଇଁ ପୂର୍ବରୁ ସତର୍କ ନ ହେଲେ ତାହା ଗମ୍ଭୀର ସ୍ବାସ୍ଥ୍ୟ ସମସ୍ୟାକୁ ଡାକି ଆଣିଥାଏ। ଅଧିକ ତୈଳଯୁକ୍ତ ଖାଦ୍ୟ, ଫାଷ୍ଟଫୁଡ୍ ଏବଂ ଆବଶ୍ୟକ ମୁତାବକ ନିଦ୍ରା ନ ଯିବା ଏହାର ପ୍ରମୁଖ କାରଣଗୁଡ଼ିକ ମଧ୍ୟରୁ ଅନ୍ୟତମ। ତେବେ ଏପରି ସମସ୍ୟା ପାଇଁ ଏକ ପ୍ରକାର ବ୍ୟାକ୍ଟେରିଆ ମଧ୍ୟ ଦାୟୀ ବୋଲି କାଲିଫର୍ନିଆ ୟୁନିଭର୍ସିଟିର ବିଶେଷଜ୍ଞମାନେ ମତ ଦେଇଛନ୍ତି। ବିଶ୍ୱରେ ମେଦବହୁଳତାଜନିତ ମୃତ୍ୟୁ ଦିନକୁ ଦିନ ବଢ଼ିଚାଲିଛି। ତେଣୁ ଏହାର କାରଣଗୁଡ଼ିକୁ ବିଶ୍ଳେଷଣ କରିବା ସମୟରେ ସେମାନେ ଏକ ବ୍ୟାକ୍ଟେରିଆ ଠାବକରିଥିଲେ। ‘ଫ୍ଲୋରା’ ନାମକ ବ୍ୟାକ୍ଟେରିଆକୁ ପରୀକ୍ଷା କରିବା ସମୟରେ ତାହା ମେଦବହୁଳତା ପାଇଁ ଅନେକାଂଶରେ ଦାୟୀ ବୋଲି ସେମାନେ ଜାଣିବାକୁ ପାଇଥିଲେ। ତେବେ ଏହା ପଛରେ ଆହୁରି କି ରହସ୍ୟ ଲୁଚି ରହିଛି ତାହା ଜାଣିବାକୁ ସେମାନେ ପ୍ରୟାସ ଜାରି ରଖିଛନ୍ତି।
Posted inHome, Home Left, ଜୀବନଚର୍ଯ୍ୟା View All
ଦୀପ ଜାଳି କ୍ୟାପ୍ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର
ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…
ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍ ମିସ୍ତ୍ରୀ
ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…
ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…
ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!
ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…
ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍ଯାପିତ
ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍ଯାପିତ ହୋଇଯାଇଛି। ଦୁଇ…
ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….
ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

