ମେଦବହୁଳତାକୁ ନେଇ ଚିନ୍ତିତ କି….ଖାଆନ୍ତୁ ଚିନାବାଦାମ

ଥଣ୍ଡାପାଗରେ ଚିନାବାଦାମ ଖାଇବାକୁ ଅନେକେ ପସନ୍ଦ କରିଥାନ୍ତି। ଏଥିରେ ପ୍ରଚୁର ପରିମାଣରେ ପୋଷକତତ୍ତ୍ୱ ମିଳିଥାଏ, ଯାହାକି ବିଭିନ୍ନ ସମସ୍ୟା ଦୂର କରିଥାଏ। ବିଶେଷ ଭାବେ ଚିନାବାଦାମ ମେଦବହୁଳତା ଭଳି ସମସ୍ୟାରୁ ମୁକ୍ତି ଦେଇଥାଏ। ତେବେ ଜାଣନ୍ତୁ ବାଦାମରେ ଏପରି କି ଗୁଣ ଅଛି ଯାହା ଓଜନ କମ୍‌ କରିବାରେ ସାହାଯ୍ୟ କରିଥାଏ।

ଶରୀରରେ ମେଟାବୋଲିଜମ୍‌ ଠିକ୍‌ ରହିବା ଫଳରେ ବ୍ୟକ୍ତି ସୁସ୍ଥ ରହିଥାଏ। କାରଣ ଏହାଦ୍ୱାରା ବିଭିନ୍ନ ଅଙ୍ଗରେ କାର୍ବୋହାଇଡ୍ରେଟ୍‌ ଜମା ହୋଇ ନ ଥାଏ । ତେଣୁ ଚିନାବାଦାମରେ ମେଟାବୋଲିଜମ୍‌ ସକ୍ରିୟ କରିବାର ତତ୍ତ୍ୱ ଅଧିକ ମାତ୍ରାରେ ରହିଥିବାରୁ ମେଦବହୁଳତା ସମସ୍ୟାରୁ ମୁକ୍ତି ମିଳିଥାଏ।

ଚିନାବାଦାମ ଖାଇବା ଫଳରେ ଭୋକ ଲାଗି ନ ଥାଏ। ତେଣୁ ଏହା ଓଜନ କମ୍‌ କରିବାରେ ସହାୟକ ହୋଇଥାଏ।

ଏଥିରୁ ପ୍ରଚୁର ପରିମାଣରେ ଫାଇବର ମିଳିଥାଏ ଯାହା ଓଜନ କମ୍‌ କରେ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ମାସ୍କ, ଆଖିରେ କଳା ଚଷମା… ଚେହେରା ଲୁଚାଇ ଦିଲ୍ଲୀରୁ କୋଲକାତା ଫେରିଲେ ସାୟନୀ ଘୋଷ; ଭିଡିଓ ଭାଇରାଲ

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ୱାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ରେ ସୃଷ୍ଟି ହୋଇଥିବା ବିଦ୍ରୋହ ଓ ଦଳଛାଡ଼ିବା ପ୍ରକ୍ରିୟା କ୍ରମାଗତ ଭାବେ…

ଗର୍ଜିଲା ଭାରତ! ହର୍ମୁଜରେ ଭାରତୀୟ ଜାହାଜ ଉପରେ ଆକ୍ରମଣ ପରେ ଆମେରିକାକୁ ଏମିତି କହିଲା…

ନୂଆଦିଲ୍ଲୀ,୧୧।୬: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଗତ କିଛି ଦିନ ଧରି ଓମାନ ଉପକୂଳରେ ଭାରତୀୟ ନାବିକମାନଙ୍କୁ ନେଇଯାଉଥିବା ଜାହାଜଗୁଡ଼ିକୁ ଟାର୍ଗେଟ କରାଯାଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ (MEA)…

ଦଳୀୟ କନ୍ଦଳ ମଝିରେ ମମତାଙ୍କୁ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନ! ବଡ଼ ପ୍ରତିଜ୍ଞା କରି କହିଲେ…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ଶତ୍ରୁଘ୍ନ ସିହ୍ନା ଦଳଠୁ ଅଲଗା ହେବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି । ଗୁରୁବାର ସେ କହିଛନ୍ତି ଯେ ମମତା…

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି…

କଂଗ୍ରେସରେ ବିଲୟ ହେବାକୁ ଯାଉଛି କି ଟିଏମସି? ଘଣ୍ଟା ଘଣ୍ଟା ବୈଠକ ପରେ କ’ଣ ନିଆଗଲା ନିଷ୍ପତ୍ତି ଜାଣନ୍ତୁ

କୋଲକାତା,୧୧।୬: ଦିଲ୍ଲୀରେ କଂଗ୍ରେସ ଦଳର ଏକ ପ୍ରମୁଖ ବୈଠକ ଶେଷ ହୋଇଛି; ରାହୁଲ ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ଏଥିରେ ଉପସ୍ଥିତ ଥିଲେ। ବୈଠକ ସମୟରେ…

କୁଆଡେ ଗଲା ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ରହସ୍ୟମୟ ରିପୋର୍ଟ? ବଡ଼ ବୟାନ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ

କଟକ,୧୧।୬(ପ୍ରଭୁକଲ୍ୟାଣ ପାଲ): ବହୁ ଚର୍ଚ୍ଚିତ କନ୍ଧମାଳ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ଘଟଣାର ତଦନ୍ତ କମିଶନ ରିପୋର୍ଟ ଗାଏବ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ତଦନ୍ତ…

ପୋଲିସ ଅଧିକାରୀ ହେବେ ସାଇ ପଲ୍ଲବୀ: ବଢୁଛି କ୍ରେଜ୍‌

ଅଭିନେତ୍ରୀ ସାଇ ପଲ୍ଲବୀ ଆଗାମୀ ଫିଲ୍ମ ‘ରାମାୟଣ’ ପାଇଁ ବେଶ୍‌ ପରିଶ୍ରମ କରୁଛନ୍ତି। ନିଜର ସର୍ବାଧିକ ସମୟ ଏହି ଫିଲ୍ମ ପାଇଁ ଉତ୍ସର୍ଗ କରିଛନ୍ତି। ଫିଲ୍ମର ପ୍ରଥମ…

ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri