Posted inଜାତୀୟ

ମେଲାନିଆଙ୍କ ହାପିନେସ୍‌ କ୍ଲାସରେ ଯୋଗଦେବେ ନାହିଁ କେଜରିଓ୍ବାଲ-ସିସୋଡିଆ

ନୂଆଦିଲ୍ଲୀ,୨୨।୨: ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ମିଶି ୨ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ସମୟରେ ମେଲାନିଆ ରାଜଧାନୀ ଦିଲ୍ଲୀର ଏକ ସରକାରୀ ସ୍କୁଲରେ ଆୟୋଜିତ ‘ହାପିନେସ୍‌ କ୍ଲାସ’ରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଯୋଗଦେବାର ଯୋଜନା ଥିଲା। ହେଲେ ଏବେ ଜଣାପଡିଛି କି ଏମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଉନାହାନ୍ତି। ତେବେ କେଜରିଓ୍ବାଲଙ୍କ ଆମ ଆଦମୀ ପାର୍ଟି(ଏଏପି) ଅଭିଯୋଗ କରିଛି କି କେନ୍ଦ୍ର ସରକାର ଜାଣିଶୁଣି ଏମାନଙ୍କୁ ସାମିଲ ନ କରିବାକୁ ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?