Posted inଫୁରସତ

ମେସେଜ୍‌ରେ ଅପଶବ୍ଦ ବ୍ୟବହାରକାରୀଙ୍କୁ ଚିହ୍ନଟ କରିବ ହ୍ବାଟ୍ସଆପ, ପ୍ରତିମାସରେ ୨୦ ଲକ୍ଷ ୟୁଜରଙ୍କୁ କରାଯିବ ବ୍ଲକ୍‌

ବିଶ୍ୱରେ ପ୍ରାୟ ୧୫୦କୋଟି ଲୋକ ହ୍ବାଟ୍ସଆପ ବ୍ୟବହାର କରୁଛନ୍ତି। ଏଥିରେ ଅପଶବ୍ଦ ବ୍ୟବହାର କରୁଥିବା ଲୋକଙ୍କୁ ଖୁବ୍‌ଶୀଘ୍ର ଚିହ୍ନଟ କରାଯିବ। ୨୦୧୯ ଡିସେମ୍ବର ସୁଦ୍ଧା ଏପରି ପଦକ୍ଷେପ ନେବ ହ୍ବାଟ୍ସଆପ କମ୍ପାନୀ। ପ୍ରତି ମାସରେ ୨୦ ଲକ୍ଷ ୟୁଜରଙ୍କୁ ବାଦ୍‌ କରାଯିବ। ଏହା ବ୍ୟତୀତ ନିୟମ ଉଲ୍ଲଙ୍ଘନକାରୀଙ୍କ ଆକାଉଣ୍ଟ ତୁରନ୍ତ ଡିଲିଟ୍‌ କରାଯିବ। ହ୍ବାଟ୍ସଆପ ଅଶ୍ଳୀଳ ମେସେଜ ପଠାଇବା ପାଇଁ କରାଯାଇ ନ ଥିଲା। ଯେଉଁମାନେ ଏହାର ଦୁରୁପଯୋଗ କରୁଛନ୍ତି ତୁରନ୍ତ ସେମାନଙ୍କୁ ଚିହ୍ନଟ କରାଯାଇ ଆକାଉଣ୍ଟ ବ୍ଲକ କରାଯିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବିଶ୍ୱ ହସ ଦିବସ

ଶିଶୁଟିର କଅଁଳ ମୁହଁର ହସ କେବଳ ମା’ବାପାଙ୍କୁ ନୁହେଁ, ସମସ୍ତଙ୍କୁ ଖୁସି ଦିଏ। ହେଲେ ସେହି ଶିଶୁ ବଡ଼ ହେଲେ ତା’ ମୁହଁରୁ ହସ ଉଭେଇ...

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ...

ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍‌

ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ...

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ।  ଏହି ଦିନଟି ଭାରତ ତଥା ସମଗ୍ର ବିଶ୍ୱରେ ଗଣମାଧ୍ୟମର ଅବଦାନକୁ...

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା...

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri