Posted inଫୁରସତ

ମେହରରେ ଗୀତା-କୋରାନ୍‌-ବାଇବେଲ୍‌ ମାଗିଲେ ମୁସଲମାନ୍‌ କନ୍ୟା

କୋଲ୍ଲମ୍‌,୨୯।୧: ମୁସଲମାନ୍‌ ବିବାହରେ କନ୍ୟା ବରଙ୍କୁ ମେହର ମାଗିଥାନ୍ତି। ତେବେ କେରଳରେ ଜଣେ କନ୍ୟା ବିବାହରେ ମେହରରେ ୮୦ଟି ପୁସ୍ତକ ମାଗିଛନ୍ତି। ସେଥିମଧ୍ୟରେ ଗୀତା-କୋରାନ୍‌-ବାଇବେଲ୍‌ ଆଦି ଧର୍ମଗ୍ରନ୍ଥ ରହିଛି। ବର ଇଜାଜ୍‌ ହାକିମ୍‌ କନ୍ୟା ଅଜ୍‌ନା ନାଜିମ୍‌ଙ୍କୁ ୯୬ ପୁସ୍ତକ ଉପହାର ଦେଇଛନ୍ତି। ଏହି ଘଟଣା ସ୍ଥାନୀୟ କୋଲ୍ଲମ୍‌ ଜିଲାର ନିଲାମେଲ୍‌ରେ ଘଟିଛି। ଇଜାଜ୍‌ ଏବଂ ଅଜ୍‌ନାଙ୍କ ବିବାହ ଡିସେମ୍ବର ୨୯ରେ ହୋଇଥିଲା। ପରେ ଅଜ୍‌ନାଙ୍କ ମେହର ସମ୍ପର୍କରେ ଇଜାଜ୍‌ ସୋସିଆଲ୍‌ ମିଡ଼ିଆରେ ଶେୟାର କରିଥିଲେ। ଏବେ ଏହାକୁ ନେଇ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଚର୍ଚ୍ଚା ଜାରି ରହିଛି। ୟୁଜର୍‌ ଅଜ୍‌ନା ନିଆରା ମେହର ଦାବିକୁ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri