ମେହେନ୍ଦିରେ ମିଶାଇ ଲଗାନ୍ତୁ ଏହି ଜିନିଷ: ଧଳା କେଶ ହେବ କଳା

ବର୍ତ୍ତମାନ ସମୟରେ କେଶ ପାଚିବା ଅଥବା ଧଳା ହେବା ଏକ ସାଧାରଣ କଥାରେ ପରିଗଣିତ ହେଲାଣି। ଏଥିରେ ପିଲାମାନଙ୍କ କ୍ଷେତ୍ରରେ ମଧ୍ୟ ଏଭଳି ସମସ୍ୟା ଦେଖାଯାଉଛି। ଅନେକେ ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି ମେହେନ୍ଦିର ବ୍ୟବହାର କରିଥାନ୍ତି। ମାତ୍ର ଏପରି କରିବା ଦ୍ୱାରା ମେହେନ୍ଦିରେ ଥିବା ରସାୟନିକ ପଦାର୍ଥ ଯୋଗୁ କେଶ ଝଡିବା ଆରମ୍ଭ କରିଥାଏ। ଏହା ସହ ରଙ୍ଗ ଅଧିକ ସମୟ ରହି ନ ଥାଏ। ତେବେ ଏପରି କିଛି ଜିନିଷ ରହିଛି ଯାହାକୁ ମେହେନ୍ଦି ସହ ଲଗାଇଲେ କେଶ ଧଳା ହୋଇ ନ ଥାଏ, ଜାଣନ୍ତୁ ସେ ସମ୍ପର୍କରେ…..

ବାଦାମ ତେଲ:
ଏଥିରେ ପୋଷକତତ୍ୱ ସହ ଭିଟାମିନ୍‌-ଇ ରହିଥାଏ। ଫଳରେ ଏହି ତେଲକୁ ମେହେନ୍ଦିରେ ମିଶାଇ ଲଗାଇବା ଦ୍ୱାରା କେଶ ଧଳା ହୋଇ ନ ଥାଏ।

କିପରି କରିବେ ପ୍ରସ୍ତୁତି:
ମେହେନ୍ଦିରେ ବାଦାମ ତେଲ ପାଣି ମିଶାଇ କମ୍‌ ଆଞ୍ଚରେ ବସାନ୍ତୁ। ଏହା ମିଶିଯିବା ପରେ ଆଞ୍ଚରୁ ଓହ୍ଲାଇ ଦିଅନ୍ତୁ।

ବ୍ୟବହାର:
ଉକ୍ତ ପେଷ୍ଟକୁ କେଶରେ ଭଲ ଭାବେ ଲଗାଇ ୩୦/୪୦ ମିନିଟ୍‌ ରଖନ୍ତୁ। ପରେ ଏହା ଶୁଖିଗଲା ପରେ ଧୋଇଦିଅନ୍ତୁ। ଏପରି ୨ ସପ୍ତାହ କରିବା ଫଳରେ କେଶ କଳା ହେବା ସହ ମୋଟା ଓ ଘନ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପରୁ ଦୀପ କାହିଁକି ଲଗାଯାଏ ନାହିଁ…

ହିନ୍ଦୁ ଧର୍ମରେ ଦୀପ ଜଳାଇବାକୁ ନେଇ ଅନେକ ଧାର୍ମିକ ମହତ୍ତ୍ୱ ରହିଛି। ଦୀପ ଜଳାଇ ଯେହେତୁ ଆମେ ଦେବଦେବୀଙ୍କୁ ଆବାହନ କରିଥାଉ; ତେଣୁ ତାଙ୍କରି ଆଶୀର୍ବାଦରୁ...

ଖରାଦିନେ ଶୋଇବା ପୂର୍ବରୁ କ’ଣ କଲେ ତ୍ୱଚା କରିବ ଗ୍ଲୋ, ଜାଣନ୍ତୁ ସେ ସମ୍ପର୍କରେ…

ଦିନଯାକର ପରିଶ୍ରମ ପରେ ଥକ୍କାପଣ ଯୋଗୁ ଅନେକେ ରାତିରେ ତ୍ୱଚାର ଠିକ୍‌ରେ ଯତ୍ନ ନ ନେଇ ସେମିତି ଶୋଇପଡ଼ନ୍ତି; ଯଦ୍ଦ୍ବାରା ତ୍ୱଚାର ଚମକ ଧୀରେ ଧୀରେ...

ହିଟ ଓ୍ବେଭ ପାଇଁ ଡ୍ୟାମେଜ ହୋଇପାରେ ଲିଭର-କିଡ୍‌ନୀ

ନୂଆଦିଲ୍ଲୀ: ଆଜିକାଲି ଦିଲ୍ଲୀ-ନୋଏଡା ସମେତ ସମଗ୍ର ଦେଶରେ ଅତ୍ୟଧିକ ଗରମ ଅନୁଭୂତ ହେଉଛି। ଉତ୍ତାପ ବୃଦ୍ଧି ଯୋଗୁଁ ଉତ୍ତରପ୍ରଦେଶରେ ମଧ୍ୟ ୨ଜଣଙ୍କର ମତ୍ୟୁ ହୋଇଛି। ସୂଚନାଯୋଗ୍ୟ,...

ଖରାଦିନେ ତ୍ୱଚାର ଯତ୍ନ ନେବେ କିପରି: ଏହି ଟିପ୍ସ ଆପଣାନ୍ତୁ

ପ୍ରବଳ ଖରା ତ୍ୱଚା ଲାଗି କ୍ଷତିକାରକ। ଗ୍ରୀଷ୍ମଋତୁରେ ଏହାକୁ କିପରି ମୁଲାୟମ ତଥା ଆକର୍ଷଣୀୟ ରଖିବେ ସେ ନେଇ କେତୋଟି ଟିପ୍ସ… ଖରା ଏବଂ ପ୍ରଦୂଷଣ...

ଗ୍ରୀଷ୍ମରେ କେମିତି ରହିବେ ଫିଟ୍‌: ଆପଣାନ୍ତୁ ଏହି ଫିଟ୍‌

”ଗ୍ରୀଷ୍ମଋତୁରେ ସବୁବେଳେ ଶରୀରରେ ଜଳୀୟ ଅଂଶକୁ ସନ୍ତୁଳିତ ରଖୁଥିବା ଖାଦ୍ୟ ଖାଆନ୍ତୁ। ବିଶେଷଭାବରେ ସବୁଜ ପନିପରିବାରେ ପ୍ରସ୍ତୁତ ଖାଦ୍ୟ, ତଟକା ଫଳମୂଳ ଖାଆନ୍ତୁ। କାରଣ ଏଗୁଡ଼ିକରେ...

ମହାକାଶରେ ଶିବ-ଶକ୍ତି

ଭାରତୀୟ ଧର୍ମ ସଂସ୍କୃତିରେ ଶିବ ହେଲେ ମଙ୍ଗଳମୟ ଦେବାଧିଦେବ ମହାଦେବ ଏବଂ ଶକ୍ତି ସୂଚିତ କରେ ତାଙ୍କ ସଙ୍ଗିନୀ ତଥା ଶକ୍ତିର ପ୍ରତୀକ ଶକ୍ତିସ୍ବରୂପିଣୀ ମା’...

ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ସତର୍କତା

ବର୍ତ୍ତମାନ ସମଗ୍ର ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବ ଜନଜୀବନ ଉପରେ କିପରି ପଡିଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ତେଣୁ...

ବିପଦରେ ଫସିଛନ୍ତି କି? ଚାଣକ୍ୟଙ୍କ ଏହି ୫ କଥା ମାନିଲେ ଦୂର ହେବ ସମସ୍ତ ସଙ୍କଟ, ଜିତି ଯିବେ ପ୍ରତିଟି ବାଜି…

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri