‘ମୋ ସରକାର’ରେ ସାମିଲ ହେଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ‘ମୋ ସରକାର’ରେ ସାମିଲ ହୋଇଛି। ମଙ୍ଗଳବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ବତନ୍ତ୍ର ବୈଠକରେ ବିଭାଗକୁ ବିଧିବଦ୍ଧ ଭାବେ ଅନ୍ତର୍ଭୁକ୍ତ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ବିଭାଗରେ ୩.୩୦ କୋଟି ଲାଭାର୍ଥୀ ଅଛନ୍ତି। ମୋ ସରକାରରେ ସାମିଲ ହେବା ପରେ ବିଭାଗ ଦକ୍ଷତା ପରିପୁଷ୍ଟ ହେବ। ଏହାଛଡ଼ା ବିଭାଗ ପକ୍ଷରୁ ଖାଉଟି ସାମଗ୍ରୀର ହୋମ ଡେଲିଭରି, ଯେକୌଣସି ସ୍ଥାନରେ ପିଡିଏସ୍‌ର ସୁବିଧା ଏବଂ ପିଡିଏସ୍‌ରେ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ଯୋଗଦାନ ଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହା ଲୋକଙ୍କ ପାଇଁ ଲାଭଦାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି।
ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି, ବୃତ୍ତିଗତ ସେବାରେ ପରିବର୍ତ୍ତନ ଆଣିବା ଲାଗି ୫-ଟି ବେଶ୍‌ ସହାୟକ ହେବ। ଏ ନେଇ ବିଭିନ୍ନ ସ୍ତରରେ ହେଲ୍ପ ଡେସ୍କ ଖୋଲାଯାଇଛି। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ୫-ଟି ସଚିବ, ଉନ୍ନୟନ କମିଶନର ଏବଂ ବିଭାଗୀୟ ସଚିବ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୪।୭: ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍‌ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

ଶାସ୍ତ୍ରୀ ନଗର ଦୁର୍ଘଟଣା ମାମଲାରେ କାର୍ଯ୍ୟାନୁଷ୍ଠାନ: କିଲର ଡ୍ରାଇଭର ଗିରଫ

ଭୁବନେଶ୍ୱର,୧୩।୭: ରାଜଧାନୀ ଭୁବନେଶ୍ୱରର ଶାସ୍ତ୍ରୀ ନଗରରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମାମଲାରେ କମିଶନରେଟ୍ ପୋଲିସ ବଡ଼ ସଫଳତା ପାଇଛି। ଦୁର୍ଘଟଣା ଘଟାଇ ଜଣଙ୍କ ମୃତ୍ୟୁର କାରଣ…

ଭୁଶୁଡିଲା ବିଜେଡି ଗଡ଼; ସାମୂହିକ ଇସ୍ତଫା ଦେଲେ ୧୦ କାଉନସିଲର, ଜାଣନ୍ତୁ କାହିଁକି…

ଝାରସୁଗୁଡ଼ା,୧୪।୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେଲପାହଡ଼ରେ ଭୁଶୁଡୁଛି ବିଜେଡି ଗଡ଼। ବିଜେଡି ସଦସ୍ୟତାରୁ ଇସ୍ତଫା ଦେଲେ ୧୦ କାଉନସିଲର। ହିତେଶ ଠକରଙ୍କୁ ନିଲମ୍ବନ ପରେ କାଉନସିଲର ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri